ସ୍ଲଟ୍ ବୁକିଂ ନେଇ ସରକାର କିଛି ନିଷ୍ପତ୍ତି ନେଇନାହାନ୍ତି: ଆଇନମନ୍ତ୍ରୀ
ପୁରୀ,୨୮ା୬(ଅଜିତ୍ କୁମାର ମହାନ୍ତି)- ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ଲଟ୍ ବୁକିଂ ବା ଅନ୍ଲାଇନ ରେଜିଷ୍ଟ୍ରେଶନ ବ୍ୟବସ୍ଥା ଲାଗୁ ହେବାର ଯୋଜନା ରହିଛି ବୋଲି ଗଜପତି ମହାରାଜା ଏକ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହାକୁ...