ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ… ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ କଥା ମନେ ପକାଇଛନ୍ତି ଗୁରୁଜୀ। ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି। ଏହାକୁ ବରଦାସ୍ତ...