ଏମ୍କେସିଜିରେ ରାଗିଂ ଘଟଣା: ୫ ସନିୟର୍ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍ ମନା ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏମ୍କେସିଜି ମେଡିକାଲ କଲେଜରେ ଆଣ୍ଟିଂ ରାଗିଂ କମିଟିର ବୈଠକ ପରେ ପ୍ରମାଣ...