Rahul gandhi

ଆମେଠିରୁ ରାହୁଲ, ରାଏବରେଲି ଲୋକ ସଭା ଆସନରୁ ଲଢ଼ିବେ ପ୍ରିୟଙ୍କା!

ନୂଆଦିଲ୍ଲୀ,୭ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେଠିରୁ ଏବଂ ପ୍ରିୟଙ୍କା ଗାନ୍ଧୀ ରାଏବରେଲି ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବାର ସମ୍ଭାବନାକୁ ଏଡ଼ାଇ ଦେଇ ହେବନାହିଁ। ଯଦିଓ…

5 months ago

ହିନ୍ଦୁସ୍ତାନ ଥିଲା, ଅଛି ଏବଂ ରହିବ: ସ୍ମୃତି

ଚେନ୍ନାଇ,୭ା୪: କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ  ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତ୍ରୀ ସ୍ମୃତି ଇରାନୀ ତାମିଲନାଡୁର ଚେନ୍ନାଇରେ ନିଜର ପୁରୁଣା…

5 months ago

କଂଗ୍ରେସ ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି କଂଗ୍ରେସ। ପୁଣିଥରେ ରାହୁଲ ୱାୟନାଡରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ଦଳର କେନ୍ଦ୍ରୀୟ…

6 months ago

‘ପ୍ରଧାନମନ୍ତ୍ରୀ ହେବାକୁ ରାହୁଲଙ୍କ ପାଖରେ ସମସ୍ତ ଯୋଗ୍ୟତା ରହିଛି’

ପାଟନା,୧୬।୨: ଭାରତର ପ୍ରଧାନମନ୍ତ୍ରୀ ହେବା ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନିକଟରେ ସମସ୍ତ ଯୋଗ୍ୟତା ରହିଛି। ଏପରି କହିଛନ୍ତି ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ।…

7 months ago

କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି।…

7 months ago

Video: କଂଗ୍ରେସ ତାଙ୍କ ଯୁବରାଜଙ୍କୁ ଷ୍ଟାର୍ଟଅପ୍‌ ଭାବେ ଲଞ୍ଚ କରିଛି, ହେଲେ ଯୁବରାଜ ମୂଳରୁ ଷ୍ଟାର୍ଟ ହେଉନାହାନ୍ତି: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୨: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ସମ୍ବୋଧନ କରି ନାଁ ନନେଇ ରାହୁଲ ଗାନ୍ଧିଙ୍କୁ କଟାକ୍ଷ କରିଛନ୍ତି। କଂଗ୍ରେସ ଏବେ ସେମାନେ ତାଙ୍କ ଯୁବରାଜଙ୍କୁ ଏକ…

7 months ago

ଭାଜପାକୁ ଝାଡ଼ଖଣ୍ଡରେ ନିର୍ବାଚିତ ସରକାରକୁ ଭାଙ୍ଗିବାକୁ ଦେଲାନାହିଁ ‘ଇଣ୍ଡିଆ’ ମେଣ୍ଟ: ରାହୁଲ

ରାଞ୍ଚି,୩।୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଚମ୍ପାଇ ସୋରେନ୍‌ ଶପଥ ନେଇସାରିଥିଲେ ହେଁ ରାଜନୈତିକ ଉଷ୍ମତା ଜାରି ରହିଛି। ଘୋଡ଼ାବେପାର ଆଶଙ୍କାରେ ୩୬ଜଣ ବିଧାୟକଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି।…

8 months ago

ଭାଜପା ୱାଶିଂମେସିନରେ ଯିଏ ଯାଏ ସିଏ ସଫା, ଯିଏ ନ ଯାଏ ସିଏ ଅଳିଆ: ଖାର୍ଗେ

ନୂଆଦିଲ୍ଲୀ,୧।୨: ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର କାର୍ଯ୍ୟାନୁଷ୍ଠାନକୁ ନେଇ ବିରୋଧୀ ଦଳର ନେତାମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି। ପୂର୍ବତନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରାଯିବା…

8 months ago

ବିହାରରେ ରାହୁଲଙ୍କୁ କୁନି ବାଳକ ପଚାରିଲେ- ଆପଣ ବିବାହ କେବେ କରିବେ? ଜବାବରେ…

ପାଟନା,୩୧।୧: ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ରାହୁଲ ଗାନ୍ଧୀ ବିହାରରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଜଣେ ୬ ବର୍ଷର ୟୁଟ୍ୟୁବର୍‌ ବିବାହ କେବେ କରିବେ ବୋଲି ପ୍ରଶ୍ନ…

8 months ago

ବିହାରରେ ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ସାମିଲ ହେବେ ନାହିଁ ଇଣ୍ଡିଆ ସହଯୋଗୀ ନୀତିଶ କୁମାର

ନୂଆଦିଲ୍ଲୀ,୨୫।୧: ସବୁକିଛ ଠିକ ଚାଲୁନାହିଁ ଇଣ୍ଡିଆ ମେଣ୍ଟରେ। ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ଏବଂ ପଞ୍ଜାବର ଭଗବନ୍ତ ମନ ଏକାକୀ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ…

8 months ago

ମଣିପୁରରୁ ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ

ଇମ୍ଫାଲ,୧୪।୧: ଆଜିଠାରୁ କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ ହୋଇଛି। ଏହି ଗସ୍ତ ପାଇଁ ରାହୁଲ ଗାନ୍ଧୀ ଦିଲ୍ଲୀରୁ ମଣିପୁରରେ ପହଞ୍ଚିଥିଲେ। ରାଜଧାନୀ ଇମ୍ଫାଲରୁ ଯାତ୍ରା…

8 months ago

ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୧: ଭାରତ ଯୋଡ଼ୋ ଯାତ୍ରାର ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଗୁରୁବାର ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ଶରତ ରାଉତ…

8 months ago