Tag Archives: Rahul gandhi

ଆଜି ନିର୍ବାଚନ ହେଲେ ବଢ଼ିଯିବ କଂଗ୍ରେସ ଆସନ; ଜାଣନ୍ତୁ କେଉଁଠି ପହଞ୍ଚିଲା ଭାଜପା

ନୂଆଦିଲ୍ଲୀ,୨୨ା୮: ଦେଶରେ ସାଧାରଣ ନିର୍ବାଚନ ସରିବାର ଦୁଇ ମାସ ପରେ ଜାତୀୟ ଗଣମାଧ୍ୟମ ସଂସ୍ଥା ଆଜ୍ ତକ୍ ପକ୍ଷରୁ କରାଯାଇଥିବା ‘ମୁଡ ଅଫ ଦି ନେଶନ’ ସର୍ଭ ଅନୁଯାୟୀ କେଉଁ ଦଳ କେତେ ଭୋଟ ପାଇବ ସେ ନେଇ ନୂଆ...

ଜମ୍ମୁ-କଶ୍ମୀରରେ ବଡ଼ ଘୋଷଣା କଲେ ରାହୁଲ ଗାନ୍ଧୀ, ମେଣ୍ଟକୁ ନେଇ କହିଲେ…

ଶ୍ରୀନଗର,୨୨।୮: ଜମ୍ମୁ-କଶ୍ମୀରରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ଗୁରୁବାର ଜମ୍ମୁ-କାଶ୍ମୀରରେ ପହଞ୍ଚିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ହେବାକୁ ଯାଉଛି ଜାଣିବା ମାତ୍ରେ ଆମେ ପ୍ରଥମେ ଏଠାକୁ ଆସିଥିଲୁ। ରାହୁଲ କହିଛନ୍ତି ଯେ...

‘ଭାଜପାର ରାମରାଜ୍ୟ ସମ୍ବିଧାନକୁ ନଷ୍ଟ କରୁଛି’

ନୂଆଦିଲ୍ଲୀ,୧୯ା୮: କେନ୍ଦ୍ରର ବିଭିନ୍ନ ମନ୍ତ୍ରଣାଳୟର ଯୁଗ୍ମ ସଚିବ, ନିର୍ଦ୍ଦେଶକ ଏବଂ ଡେପୁଟି ସଚିବଙ୍କ ପ୍ରମୁଖ ପଦବୀରେ ଖୁବ୍‌ଶୀଘ୍ର ୪୫ ଜଣ ବିଶେଷଜ୍ଞଙ୍କୁ ‘ଲାଟେରାଲ ଏଣ୍ଟ୍ରି’ ମାଧ୍ୟମରେ ନିଯୁକ୍ତ କରିବାର ନିଷ୍ପତ୍ତି ସମ୍ପର୍କରେ ରାଜନୈତିକ ମହଲରେ ଆଲୋଚନା ହେଉଛି। ତେବେ କଂଗ୍ରେସ...

ରାହୁଲଙ୍କୁ ପ୍ରତିମାସରେ ମିଳୁଛି ୧୦ ଲକ୍ଷ, ହିଡେନ୍‌ବର୍ଗ ରିପୋର୍ଟକୁ ନେଇ କହିଲେ ମୁଁ କିଛି…

ନୂଆଦିଲ୍ଲୀ, ୧୪।୦୮: ଆମେରିକାର ସର୍ଟ ସେଲିଂ ସଂସ୍ଥା ହିଡେନ୍‌ବର୍ଗର ରିପୋର୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ବିପକ୍ଷ ଦଳ ଘେରିଛି । ମଙ୍ଗଳବାର ରାହୁଲ ଗାନ୍ଧି ଏନେଇ କହିଥିଲେ ଯେ ଏହା ଏକ ଗମ୍ଭୀର ମାମଲା । ଏବେ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ, ପଚାରିଲେ-ଯଦି ନିବେଶକଙ୍କ ଟଙ୍କା ହରାନ୍ତି ତେବେ କିଏ ଦାୟୀ ରହିବ?

ମୁମ୍ବାଇ,୧୧।୮: ଆମେରିକାର ଅନୁସନ୍ଧାନକାରୀ କମ୍ପାନୀ ହିଣ୍ଡେନବର୍ଗ ଏହାର ସବିଶେଷ ରିପୋର୍ଟରେ ଶେୟାର ବଜାର ନିୟନ୍ତ୍ରକ (SEBI) ର ଅଧ୍ୟକ୍ଷ ମାଧବୀ ପୁରୀ ବୁଚଙ୍କୁ ଆଦାନୀ ଗ୍ରୁପ୍ ସହିତ ମିଶି ବଡ ଦୁର୍ନୀତି କରିଥିବା ଅଭିଯୋଗ କରିଛନ୍ତି, ଯାହା ପରେ ଭାରତରେ...

ସରକାରଙ୍କ ପ୍ରସ୍ତାବକୁ ବିରୋଧ, କଂଗ୍ରେସ୍‌ ଦେଲା ନୋଟିସ୍‌

ନୂଆଦିଲ୍ଲୀ, ୦୮।୦୮: ୱାକଫ ବୋର୍ଡ ଆଇନ୍‌ ସଂଶୋଧନ ବିଲକୁ ନେଇ ବିରୋଧ କରିବ କଂଗ୍ରେସ । ପାର୍ଟି ଏମ୍‌ପି ଇମ୍ରାନ ମାସୁଦ କହିଛନ୍ତି ଯେ ୱାକଫ ଆଇନ୍‌ ସଂଶୋଧନ ବିଲକୁ ସଂସଦରେ ବିରୋଧ କରାଯିବ। ଏଥି ସହ କର୍ଣ୍ଣାଟକ ସିଏମ...

ଆରବରେ ଜନ୍ମିତ ହଲୱା କେମିତି ପହଞ୍ଚିଲା ଭାରତ ? ସଂସଦରେ ରାହୁଲ କହିଲେ…

ନୂଆଦିଲ୍ଲୀ, ୩୦।୦୭: ସଂସଦରେ ଜାରି ରହଛି ମୌସୁମୀ ଅଧିବେସନ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବଜେଟ୍‌କୁ ନେଇ ଗତକାଲି ସଂସଦରେ ହାଲ୍ଲା କରିଛନ୍ତି । କେନ୍ଦ୍ରୀୟ ବଜେଟ୍‌ ପୂର୍ବରୁ ହୋଇଥିବା ହଲୱା ସେରେମନି ସମୟର ଫଟୋ ଦେଖାଇ...

”ଏକାଦଶ ଶତାଦ୍ଧୀରେ ନୂଆ ଚକ୍ରବ୍ୟୁହରେ ଫସିଛି ଦେଶ”; ଭାଜପାକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୯ା୭: ଲୋକ ସଭା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ସୋମବାର ଗୃହରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସରକାରଙ୍କୁ ବିଭିନ୍ନ ଦିଗରୁ ଘେରିବା ସହିତ ବହୁ ଅଡୁଆ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ କରୋନା ସମୟରେ ଆପଣ ଛୋଟ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ...

‘ଖାଲି ବଡ଼ ପାଟି କଲେ ମିଛ କେବେ ସତ ହୁଏ ନାହିଁ’

ନୂଆଦିଲ୍ଲୀ,୨୨ା୭: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ମାତ୍ରେ ନିଟ୍‌ ପେପର ଲିକ୍‌ ପ୍ରସଙ୍ଗରେ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ତୀବ୍ର ବିତର୍କ ଆରମ୍ଭ ହୋଇଥିଲା। କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ...

ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୨ା୭: ସୋମବାର ଆରମ୍ଭ ହୋଇଛି ଲୋକ ସଭାର ଅଧିବେଶନ। ଆରମ୍ଭରୁ ପାର୍ଲାମେଣ୍ଟରେ ପେପର ଲିକ୍‌ ପ୍ରସଙ୍ଗ ପୁଣି ଥରେ ଉଠିଛି। କଂଗ୍ରେସ ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ଅନେକ...

ରାହୁଲ ଗାନ୍ଧୀଙ୍କୁ ମିଳିବ ଏହି ପୁରସ୍କାର

ନୂଆଦିଲ୍ଲୀ,୨୧ା୭: ରାଏବରେଲିର କଂଗ୍ରେସ ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଓମେନ ଚାଣ୍ଡିଙ୍କ ସ୍ମୃତିରେ ପ୍ରତିଷ୍ଠିତ ‘ଓମେନ ଚାଣ୍ଡି ପବ୍ଲିକ ସେବା ପୁରସ୍କାର’ ପାଇଁ ମନୋନୀତ ହୋଇଛନ୍ତି। ନେତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri