Tag Archives: Rahul gandhi

ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍, ଲଗାଇଲେ ବଡ ଅଭିଯୋଗ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ଏକ ସମାବେଶରେ ସମ୍ବୋଧନ କରି ସେ ଅଭିଯୋଗ କରିଛନ୍ତି ଯେ ସରକାର ଡ୍ରାଇଭର ମହାସଂଘ ଉପରେ ଚାପ ପକାଇ ସେମାନଙ୍କ ସମାବେଶକୁ...

ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅଦାନୀ ପାଇଁ ଅଟକାଯାଇଥିଲା: ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ଅଘଟଣକୁ ନେଇ ସରକାର ଅଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ...

ଭାଜପାର ମୁହଁ ବନ୍ଦ କରିଦେଲେ ରାହୁଲ, ଓଡ଼ିଶାରେ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି ରାହୁଲ। ଆଦାନୀ...

ଓଡ଼ିଶା ଆସୁ ଆସୁ ସରକାରଙ୍କୁ ନେଇ ଏମିତି କହିଦେଲେ ରାହୁଲ, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୧।୭: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ। ବିମାନବନ୍ଦରରୁ ବାହାରି ସିଧା ବରମୁଣ୍ଡା ପଡ଼ିଆ ସମାବେଶରେ ଯୋଗଛନ୍ତି। ସେଠାରେ ସମ୍ବିଧାନ ବଞ୍ଚାଅ ମହାସମାବେଶକୁ ସମ୍ବୋଧନ କରି ଭାଜପାକୁ ଟାର୍ଗେଟ୍‌ କରିଛନ୍ତି।...

ରାହୁଲଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କ ବିସ୍ଫୋରକ ବୟାନ, କହିଲେ ହତାଶା ହୋଇଗଲାଣି…

ଭୁବନେଶ୍ୱର,୧୧।୭: ଆଜି ଆସୁଛନ୍ତି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ...

ଆଜି ଆସିବେ ରାହୁଲ, ଖାର୍ଗେ

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ଯୋଗଦେବେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ...

ଓଡ଼ିଶା ଆସୁଛନ୍ତି ରାହୁଲ, କଂଗ୍ରେସକୁ ବଳ ଦେବ ରାହୁଲଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୯ା୭(ରବିନାରାୟଣ ଜେନା): ଓଡ଼ିଶା ପ୍ରଦେଶ କଂଗ୍ରେସର ମଙ୍ଗ ଭକ୍ତ ଚରଣ ଦାସ ଧରିବା ପରେ ଶୀଥିଳ ହୋଇପଡ଼ିଥିବା କଂଗ୍ରେସ ସଙ୍ଗଠନ ଏବେ ସକ୍ରିୟ। ଭକ୍ତଙ୍କ ଆହ୍ବାନରେ କଂଗ୍ରେସ କର୍ମୀ ଏକତ୍ରିତ ହୋଇଉଠୁଥିବାବେଳେ ଚଳିତମାସ ୧୧ରେ ଲୋକ ସଭାର ବିରୋଧୀଦଳ ନେତା...

କେନ୍ଦ୍ର ସରକାର ଧନୀଙ୍କୁ ଅଧିକ ଧନୀ କରାଉଛନ୍ତି: ରାହୁଲ

ନୂଆଦିଲ୍ଲୀ,୮ା୭(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଧନୀଙ୍କୁ ଅଧିକ ଧନୀ କରାଇବା ସହ ସାଧାରଣ ନିବେଶକମାନଙ୍କୁ ବରବାଦ ମଧ୍ୟକୁ ଠେଲିଦେଉଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ଅଭିଯୋଗ କରିଛନ୍ତି। ଫ୍ୟୁଚର୍ସ ଆଣ୍ଡ ଅପ୍ସନ୍‌ସ(ଏଫ୍‌ ଆଣ୍ଡ...

ମୋଦିଙ୍କୁ ସବୁଠୁ ବଡ଼ ଆଟାକ୍‌ କଲେ ରାହୁଲ, କହିଲେ ଯେତେ ଛାତି ପିଟିଲେ ବି…

ନୂଆଦିଲ୍‌ଲୀ,୫।୭: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ପୁଣି ଥରେ କେନ୍ଦ୍ର ସରକାରଙ୍କ ଉପରେ କଡ଼ା ଟାର୍ଗେଟ କରିଛନ୍ତି। ଏଥର ସେ ଆମେରିକାର ଶୁଳ୍କ ନୀତିକୁ ନେଇ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୋଣଠେସା କରିଛନ୍ତି।...

ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି, ଭୁବନେଶ୍ୱରରେ ବିଶାଳ ସମାବେଶ

ଭୁବନେଶ୍ୱର,୧।୭: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ କଂଗ୍ରେସ (AICC)ର ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ଏହି ସୂଚନା...

ପୁରୀ ଦଳାଚକଟାରେ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା, କହିଲେ ଏତେ ବଡ଼ ଘଟଣାରେ ସୁରକ୍ଷା ବ୍ୟବସ୍ଥା…

ନୂଆଦିଲ୍ଲୀ,୨୯ା୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ରବିବାର ଦଳାଚକଟା ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାହୁଲ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଦଳାଚକଟା ଘଟଣା ଅତ୍ୟନ୍ତ ଦୁଃଖଦ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଏବଂ ଆହତ...

ରାହୁଲ ଗାନ୍ଧିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୯।୬: ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ୫୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ରାହୁଲଙ୍କ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri