ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ...