ଶେଷରେ ମାନିଲେ କଂଗ୍ରେସ ନେତା: ମୋଦିଙ୍କ ବିନା ସମ୍ଭବ ହୋଇପାରି ନ ଥାନ୍ତା ରାମମନ୍ଦିର ନୂଆଦିଲ୍ଲୀ,୨୨।୧: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ତାଙ୍କ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ସେ ପାର୍ଟି ଲାଇନ ବାହାରେ ନିଜର ମତ ପ୍ରକାଶ କରନ୍ତି। ସେପଟେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...