ପଶ୍ଚିମବଙ୍ଗ: ରାମନବମୀ ଶୋଭାଯାତ୍ରା ବେଳେ ଉତ୍ତେଜନା କୋଲକାତା,୬।୪: ପଶ୍ଚିମବଙ୍ଗରେ ରାମନବମୀ ଉତ୍ସବ ପାଇଁ କକ୍ଷା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ଶୋଭାଯାତ୍ରାରେ ଅସ୍ତ୍ର ଧରି ସାମିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାକୁ ନେଇ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ...
Video: ଅଦ୍ଭୁତ ଆଲୌକିକ ଦର୍ଶନ…ଅଯୋଧ୍ୟାରେ ରାମଲଲାଙ୍କର ହେଲା ସୂର୍ଯ୍ୟ ତିଲକ ଅଯୋଧ୍ୟା,୬।୪: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ରାମ ନବମୀ ଅବସରରେ ଭବ୍ୟ ରୂପେ ସଜାଯାଇଛି। ଏହି ପବିତ୍ର ଦିନରେ ରାମଲଲାଙ୍କର ସୂର୍ଯ୍ୟ ତିଲକ କରାଯାଇଛି। ସୂର୍ଯ୍ୟଙ୍କ କିରଣ ମାଧ୍ୟମରେ ରାମଲଲାଙ୍କ ମସ୍ତକରେ ତିଲକ କରାଯାଇଛି। କେବଳ ଅଯୋଧ୍ୟା...
Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ… ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ...