Tag Archives: RBI

ଲଗାତର ଦ୍ୱିତୀୟଥର ପାଇଁ ରେପୋ ରେଟ୍‌ କମାଇଲା RBI: EMI ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୯।୪: କମିଲା ରେପୋ ରେଟ। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍‌କୁ ୨୫ ବେସିସ ପଏଣ୍ଟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଏହା ପରେ ରେପୋ ରେଟ୍‌ ୬.୦%କୁ ହ୍ରାସ ପାଇଛି। RBIର ଏହି ପଦକ୍ଷେପର ସିଧାସଳଖ ପ୍ରଭାବ ବ୍ୟାଙ୍କର...

କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର

ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି ଗଭର୍ନର ଭାବେ ନିଯୁକ୍ତି ହୋଇଛନ୍ତି। ତାଙ୍କୁ ତିନି ବର୍ଷ ପାଇଁ ଭାରତୀୟ ରିଜର୍ଭ...

ଦେଶର ଦୁଇ ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଲା RBI

ନୂଆଦିଲ୍ଲୀ,୨୭।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ଦୁଇଟି ବଡ଼ ବ୍ୟାଙ୍କ ଉପରେ ଜରିମାନା ଲଗାଇଛି। ବୁଧବାର RBI କହିଛି ଯେ ନିୟମ ପାଳନ ନକରିବା ଯୋଗୁ HDFC ବ୍ୟାଙ୍କ ଏବଂ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ଉପରେ ଜରିମାନା...

ଏହି ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା RBI, ଆଉ ଟଙ୍କା ଉଠାଇପାରିବେନି ଆକାଉଣ୍ଟଧାରୀ, ଏଥିରେ ଆପଣଙ୍କ ବ୍ୟାଙ୍କ ନାହିିଁ ତ?

ମୁମ୍ବାଇ,୧୪।୨: ବେଳେବେଳେ ଭାରତରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଏପରି ଘଟଣା ଘଟେ ଯାହା ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଯାଏ। ଯେତେବେଳେ ଏକ ବ୍ୟାଙ୍କ ହଠାତ୍‌ ବନ୍ଦ ହୋଇଯାଏ, ଗ୍ରାହକମାନେ ଭୟଭୀତ ହୋଇଯାଆନ୍ତି। ମୁମ୍ବାଇସ୍ଥିତ ନ୍ୟୁ ଇଣ୍ଡିଆ କୋ-ଅପରେଟିଭ ବ୍ୟାଙ୍କର...

ମୁଦ୍ରା ନୀତିରେ RBIର ବଡ଼ ଘୋଷଣା, ୫ ବର୍ଷ ପରେ ରେପୋ ହାର ହ୍ରାସ

ମୁମ୍ବାଇ,୭ା୨: ଅର୍ଥନୀତିକୁ ସୁଧାରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି୬.୫ ପ୍ରତିଶତରୁ ୬.୨୫ ପ୍ରତିଶତ କରିଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ଶୁକ୍ରବାର ସକାଳେ ଘୋଷଣା କରିଛନ୍ତି ଯେ ମୁଦ୍ରା...

ATM ରୁ ଟଙ୍କା ଉଠାଇବା ଏବେ ପଡିପାରେ ମହଙ୍ଗା, ଦେବାକୁ ପଡିବ ଏତେ ଚାର୍ଜ

ନୂଆଦିଲ୍ଲୀ,୫।୨: ଯଦି ଆପଣ ମଧ୍ୟ ପ୍ରତି ମାସରେ ATMରୁ ନଗଦ ଟଙ୍କା ଉଠାନ୍ତି କିମ୍ବା ଡିଜିଟାଲ ପେମେଣ୍ଟ ବ୍ୟବହାର କରିବା ପରିବର୍ତ୍ତେ ନଗଦ ପେମେଣ୍ଟ କରନ୍ତି, ତେବେ ଏହି ଖବର ଆପଣଙ୍କୁ ତାଜୁବ କରିପାରେ। କହିରଖୁଛୁ କି, ଏଟିଏମରୁ ଟଙ୍କା...

ନଭେମ୍ବର ମାସରେ ହ୍ରାସ ପାଇଲା ଦରଦାମ୍: ୬% ତଳକୁ ଖସିଲା ଖୁଚୁରା ମୁଦ୍ରାସ୍ଫିତି

ନୂଆଦିଲ୍ଲୀ,୧୨।୧୨: ନଭେମ୍ବର ମାସରେ ହ୍ରାସ ପାଇଲା ମୁଦ୍ରାସ୍ଫିତି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଧାର୍ଯ୍ୟ ୬% ତଳେ ଦରଦାମ୍। ଗୁରୁବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ନଭେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫିତି ୫.୪୮% ରହିଛି। ଯାହା ଅକ୍ଟୋବର...

ସବୁ ନୋଟ୍‌ରେ ଥାଏ ଆରବିଆଇ ଗର୍ଭନରଙ୍କ ଦସ୍ତଖତ, କିନ୍ତୁ ଏଥିରେ ନ’ଥାଏ…

ନୂଆଦିଲ୍ଲୀ,୧୧।୧୨: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଏପରି କୌଣସି ନୋଟ ଜାରି କରେ ନାହିଁ ଯେଉଁଥିରେ ଗର୍ଭନରଙ୍କ ଦସ୍ତଖତ ରହେନାହିଁ। ପ୍ରତ୍ୟେକ ନୋଟ ମଝିିରେ ଗର୍ଭନରଙ୍କ ଦସ୍ତଖତ ରହିଥାଏ। ଆରବିଆଇର କାମ କେବଳ ନୋଟ ଛାପିବା ନୁହେଁ ବରଂ...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ଜାଣନ୍ତୁ ଆପଣଙ୍କ EMI ଉପରେ କ’ଣ ପଡିବ ପ୍ରଭାବ

ମୁମ୍ବାଇ,୬।୧୨: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥର ମଧ୍ୟ ରେପୋ ରେଟ୍ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ ରେପୋ ରେଟ୍ ୬.୫୦ ପ୍ରତିଶତରେ...

‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା...

ଏବେ ମିଳିବନି ମହଙ୍ଗା ମାଡ଼ରୁ ଆଶ୍ବସ୍ତି; ଚେତାବନୀ ଦେଲା ଆରବିଆଇ

ନୂଆଦିଲ୍ଲୀ,୨୨ା୮: ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ଅର୍ଥନୈତିକ ସମୀକ୍ଷାରେ କହିଛି ଯେ ଦରଦାମ୍ ହ୍ରାସ ପାଉଛି। କିନ୍ତୁ ଆଗାମୀ ଦିନରେ ଖାଦ୍ୟ ସାମଗ୍ରୀ ଦରଦାମ୍ ହ୍ରାସ ପାଇବାର କୌଣସି ସମ୍ଭାବନା ନାହିଁ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ କହିଛି। ଘରୋଇ...

ଚେକ୍‌ କ୍ଲିଅରାନ୍ସ ପାଇଁ ଲାଗିବନି ୨ଦିନ

ଭୁବନେଶ୍ୱର,୯।୮ (ଅନୁରାଧା ମହାରଣା): ଚେକ୍‌ କ୍ଲିଅରାନ୍ସ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ବଡ଼ ନିଷ୍ପତ୍ତି ନେଇଛି। ଏଣିକି ମାତ୍ର କିଛି ଘଣ୍ଟା ମଧ୍ୟରେ ଚେକ୍‌ କ୍ଲିଅର ହୋଇପାରିବ। ଚେକ୍‌ କ୍ଲିଅରାନ୍ସ ସମୟକୁ କିଛି ଘଣ୍ଟାକୁ ହ୍ରାସ କରିବା ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image