ରୋମାଞ୍ଚକ ମୁକାବିଲାରେ ମୁମ୍ବାଇକୁ ହରାଇଲା ଆରସିବି: ଶେଷ ଓଭରରେ ଯାଦୁ ଦେଖାଇଲେ କ୍ରୁନାଲ ମୁମ୍ବାଇ, ୭।୪-ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି...