ସୁଧୁରୁନି କେସିଙ୍ଗା-ଟିଟିଲାଗଡ଼ ରାସ୍ତା ସମସ୍ୟା, ସମାଧାନ ପାଇଁ ଦାବିପତ୍ର
କେସିଙ୍ଗା,୧୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସିଟିଜେନ ଫୋରମ ପକ୍ଷରୁ ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନଙ୍କୁ ୩ଦଫା ଦାବିପତ୍ର ରବିବାର ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସହରସ୍ଥିତ ସରକାରୀ ହାଇସ୍କୁଲ ପରିସରରେ ସିଟିଜେନ୍ ଫୋରମ୍ର ସଭାପତି ଡ.ହେମରାଜ...