ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍
ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ...