Tag Archives: russia

ୟୁକ୍ରେନ ଉପରେ ଇଣ୍ଟର-କଣ୍ଟିନେଣ୍ଟାଲ ବାଲିଷ୍ଟିକ୍ ମିସାଇଲ୍ ମାଡ଼ କଲା ରୁଷିଆ; ପରମାଣୁ ଯୁଦ୍ଧ ଆଶଙ୍କା

ନୂଆଦିଲ୍ଲୀ,୨୧।୧୧: ଭ୍ଲାଦିମିର ପୁଟିନ ଆଣବିକ ଅସ୍ତ୍ର ବ୍ୟବହାର କରିବା ନିୟମ ପରିବର୍ତ୍ତନ କରିବାର ଗୋଟିଏ ଦିନ ପରେ ରୁଷିଆ ୟୁକ୍ରେନରେ ଉପରେ ଇଣ୍ଟର-କଣ୍ଟିନେଣ୍ଟାଲ ବାଲିଷ୍ଟିକ୍ ମିସାଇଲ୍ କିମ୍ବା ଆଇସିବିଏମ୍ ମାଡ଼ କରିଛି। ଏହି ମିସାଇଲ ପାରମ୍ପାରିକ (ଅଣ-ଆଣବିକ) ହୋଇଥିଲେ ମଧ୍ୟ...

ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ପୁଟିନ ବଦ୍ଲାଇ ଆଲୋଚନାରେ ରୁଷିଆ ଏବଂ...

ସମସ୍ୟାରେ ପଡିଛି ରୁଷିଆ, ଭାରତକୁ ମାଗିଲା ସାହାଯ୍ୟ

ନୂଆଦିଲ୍ଲୀ,୨୯ା୧୦: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ଆମେରିକା ଏବଂ ୟୁରୋପ ଦେଶମାନଙ୍କର କଟକଣା କାରଣରୁ ରୁଷିଆକୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଥିରୁ ମୁକୁଳିବା ଲାଗି ରୁଷିଆ ମିତ୍ର ଦେଶମାନଙ୍କର ସାହାଯ୍ୟ ଲୋଡିଛି। ଏହି କ୍ରମରେ ଆମେରିକା ଏବଂ...

ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ ମାସରେ ଦୁଇ ନେତା ପ୍ରଥମଥର ପାଇଁ ସାକ୍ଷାତ କରିଥିଲେ। ଯେଉଁଥିରେ ଦୁଇ ଜଣଙ୍କ...

ମୋଦିଙ୍କ ଗସ୍ତ ପରେ ଅଟକି ଯିବ ୟୁକ୍ରେନ-ରୁଷ ଯୁଦ୍ଧ! ଆଶା ପ୍ରକଟ କଲା ଜାତିସଂଘ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ୟୁକ୍ରେନ-ରୁଷ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ସମାପ୍ତ କରିବାରେ ସହାୟକ ହେବ ବୋଲି ଆଶା ପ୍ରକଟ କରିଛନ୍ତି ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ୍। ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ସିଧାସଳଖ ପୋଲାଣ୍ଡରୁ ଟ୍ରେନ୍ ଯୋଗେ ୟୁକ୍ରେନରେ...

ଋଷିଆର ଆର୍ମିରେ ଶାମିଲ୍‌ ଥିବା ଭାରତୀୟଙ୍କୁ ନେଇ ବଡ଼ ଖବର

ନୂଆଦିଲ୍ଲୀ, ୧୧।୦୮: ଋଷିଆ ଦୂତାବାସ, ୟୁକ୍ରେନ୍‌ ବିରୋଦ୍ଧରେ ଯୁଦ୍ଧ ଲଢ଼ିବା ପାଇଁ ବିଶେଷ ସୈନ୍ୟ ଅଭିଯାନରେ ଭର୍ତ୍ତି କରିଥିବା ଭାରତୀୟ ନାଗରିକଙ୍କୁ ନେଇ ବଡ଼ ବୟାନ ଦେଇଛି । ଯୁଦ୍ଧରେ ଭାରତୀୟଙ୍କ ସହ ହୋଇଥିବା ଦୁର୍ଭାଗ୍ୟପୂର୍ଣ୍ଣ ଘଟଣାକୁ ନେଇ ଶୋକବ୍ୟକ୍ତ...

ଆମେରିକାର ବଡ଼ ବୟାନ: ଭାରତ ହିଁ ବନ୍ଦ କରିପାରିବ ରୁଷିଆ-ୟୁକ୍ରେନ ଯୁଦ୍ଧ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ପାଇଁ ରୁଷିଆ ଯାଇଥିଲେ। ସେତେବେଳେ ଆମେରିକା ଉଦ୍‌ବେଗ ପ୍ରକାଶ କରିଥିଲା। ମାତ୍ର ଏବେ ଆମେରିକା ଭାରତର ଶକ୍ତିକୁ ମାନିଛି। ଆମେରିକା କହିଛି, ୟୁକ୍ରେନ ଏବଂ ରୁଷିଆ...

ଯୁଦ୍ଧ-ଆର୍ଥିକ କଟକଣାର ନାହିଁ କୌଣସି ପ୍ରଭାବ, ଦ୍ରୁତ ଗତିରେ ବଢି ଚାଲିଛି ରୁଷିଆ ଅର୍ଥନୀତି

ନୂଆଦିଲ୍ଲୀ,୪।୭: ଆମେରିକା ଏବଂ ଏହାର ସହଯୋଗୀ ଦେଶମାନେ ଲଗାଇଥିବା ଆର୍ଥିକ କଟକଣା ସତ୍ତ୍ୱେ ଅର୍ଥନୈତିକ କ୍ଷେତ୍ରରେ ରୁଷିଆର ପ୍ରଦର୍ଶନ ସୁଦୃଢ ରହିଛି। ବିଶ୍ୱ ବ୍ୟାଙ୍କର ସର୍ବଶେଷ ର଼୍ୟାଙ୍କିଙ୍ଗରେ ଋଷ ବର୍ତ୍ତମାନ ଉଚ୍ଚ ଆୟକାରୀ ଅର୍ଥନୀତିରେ ଅନ୍ତର୍ଭୁକ୍ତ ହୋଇଛି। ଏହା ସହିତ...

ସାମ୍ନାକୁ ଆସିଲେ ପୁଟିନ୍‌ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ, ୧୦ା୬: ସାରା ବିଶ଼୍ବରେ ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି। ପୁଟିନ୍‌ଙ୍କ ପରେ କିଏ ତାଙ୍କର ଉତ୍ତରାଧିକାରୀ ହେବ ସେ ନେଇ ଆଲୋଚନା ମଧ୍ୟ ହୁଏ। କିନ୍ତୁ ପୁତିନ୍‌ଙ୍କର ଝିଅ ଥିବା କେହି ହୁଏତ ଜାଣନ୍ତି...

ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର

ବେଜିଂ,୧୬ା୫: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ ଭାଗିଦାରୀକୁ ଗଭୀର କରିବା ଉପରେ ମିଳିତ ବିବୃତ୍ତି ଜାରି କରିଛନ୍ତି। ଯାହାଦ୍ୱାରା ଦୁଇ...

ବହିଷ୍କାର ହେଲେ ଦୁଇ ମନ୍ତ୍ରୀ

କିଭ୍‌,୧୦ା୫: ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍‌ଜାଣ୍ଡାର କୁବ୍ରାକୋଭ୍‌ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍‌ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ ପୃଥିବୀର କକ୍ଷପଥରେ ଆଣବିକ ଅସ୍ତ୍ର ନିୟୋଜନ କରିବାକୁ ଯୋଜନା କରୁଛି। ଏହି ଦାବିକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri