Tag Archives: sambalpur

ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ: ଧର୍ମେନ୍ଦ୍ର

ସମ୍ବଲପୁର,୧୭।୬(ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ରାସ୍ତାଘାଟ, ପିଇବା ପାଣି, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସୁଧୁରିବା ପାଇଁ ଦୀର୍ଘମିଆଦୀ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ଲାଗି ଜିଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି। ଅଞ୍ଚଳର ମୌଳିକ ସମସ୍ୟା ଦୂରୀକରଣ ସହ ଲୋକଙ୍କ ଆକାଂକ୍ଷା ସହ...

ସମ୍ବଲପୁରରେ ବଡ଼ ବୟାନ ଦେଲେ ଗିରିରାଜ ସିଂ, କହିଲେ- ”ନଜରବନ୍ଦୀ ଅଛନ୍ତି ନବୀନ”

ସମ୍ବଲପୁର,୨୨ା୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଵାକଯୁଦ୍ଧ ତୀବ୍ର ହୋଇଛି। ବୁଧବାର କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂଙ୍କ ସମ୍ବଲପୁରରେ ମାରାଥନ ପ୍ରଚାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରୋଡ୍ ଶୋ’ କରି ଓଡିଶାରେ ସରକାରରେ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଦୁଲାଲ ପ୍ରଧାନ। ଦୁଇ ଦିନ ପୂର୍ବରୁ ଟିକେଟ୍...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସୌଜନ୍ୟମୂଳକ ସାକ୍ଷାତ ସହ ନିର୍ବାଚନ...

‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା...

୬ ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ରବିବାର ଓଡ଼ିଶାର ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରାର୍ଥୀ ଘୋଷଣାରେ ଏବେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଯାଇଛନ୍ତି। ହେଲେ ୬ଟି ଲୋକ...

୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର,...

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର...

ଗହଣା ଦୋକାନରେ ପଶି ଅତର୍କିତ ଗୁଳି ଚାଳନା କଲେ ଦୁର୍ବୃତ୍ତ, ପରେ…

ସମ୍ବଲପୁର,୧୬।୨: ଦିନ ଦ୍ବିପ୍ରହରରେ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ । ସମ୍ବଲପୁର ସହରର ଧନୁପାଲି ଥାନା ଛକ ନିକଟ ଏକ ସୁନା ଦୋକାନରେ ଦୁର୍ବୃତ୍ତ ଗୁଳି ଫୁଟାଇ ଗହଣା ଲୁଟ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ଗହଣା ଦୋକାନ ମାଲିକ ଗୁରୁତର ହୋଇଛନ୍ତି।...

ସମ୍ବଲପୁର VSS ଷ୍ଟାଡିୟମରେ କ୍ରିକେଟ ଖେଳିଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ସମ୍ବଲପୁର,୧୧।୨: ରବିବାର ସକାଳୁ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମଲେଇ ପ୍ରକଳ୍ପ ବୁଲିବା ସହିତ କିଭଳି ସମଲେଇ ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିପାରିବ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି...

ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!

ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ...

ଜୟନାରାୟଣଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ

ସମ୍ବଲପୁର,୧୨।୧(ଭବାନୀ ଶଙ୍କର ଭୋଇ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ନେଇ ଗୁରୁବାର ସମ୍ବଲପୁର ବିଜେଡି ଜିଲା ସଭାପତି ତଥା ରେଢାଖୋଲ ବିଧାୟକ ରୋହିତ ପୂଜାରୀ, ଭାଜପା ନେତାଙ୍କ ମଧ୍ୟରେ କାଦୁଅଫିଙ୍ଗା ଦେଖିବାକୁ ମିଳିଛି। ସକାଳେ ପୂଜାରୀ ନିଜ ବାସଭବନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri