ସମଲିଙ୍ଗୀ ବିବାହକୁ ମିଳିବ କି ଅନୁମତି ? ମଙ୍ଗଳବାର ନିଷ୍ପତ୍ତି ଶୁଣାଇବେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୧୬।୧୦:(୧୦) ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ମାନ୍ୟତା ଦାବି କରି ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଉପରେ ମଙ୍ଗଳବାର କୋର୍ଟ ନିଜର ନିଷ୍ପତି ଶୁଣାଇବେ। ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ପୀଠ ଏହି ମାମଲାର ଶୁଣାଣି ୧୦ ଦିନ...