ସ୍କୁଲ ଫି ୮୦୦ ଟଙ୍କା ପାଇଁ କିଶୋରୀଙ୍କୁ ପରୀକ୍ଷାରୁ କଲେ ବଞ୍ଚିତ, ଦୁଃଖରେ କରିଦେଲେ ଆତ୍ମହତ୍ୟା ନୂଆଦିଲ୍ଲୀ,୩୦ା୩: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ଜଣେ ୧୭ ବର୍ଷୀୟା ନାବାଳିକା ସ୍କୁଲ ଫି ୮୦୦ ଟଙ୍କା ପୈଠ କରି ନଥିବାରୁ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ପରୀକ୍ଷା ଦେବାରୁ ବାରଣ କରିବା ପରେ ସେ ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି।...