Advertisement

School

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି।…

2 weeks ago
ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲାଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ…

2 weeks ago
ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବିସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି। ଶିକ୍ଷାକ୍ଷେତ୍ରରେ…

2 weeks ago
ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି ଝାଡୁ…

6 months ago
ପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷ

ପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ବିଦ୍ୟାଳୟକୁ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବାବେଳେ ଏବେ ଏକ ଅଜବ ନୀତି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର…

6 months ago
ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’ ସ୍କୁଲ…

7 months ago
୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର…

7 months ago
ଛାଡୁନି ମୋହ: ଗ୍ରାମବାସୀଙ୍କୁ ଉସୁକାଇ ରାଜୁଗୁଡ଼ା ହାଇସ୍କୁଲରେ ତାଲା ପକାଇଲେ ନିଲମ୍ବିତ ଶିକ୍ଷକଛାଡୁନି ମୋହ: ଗ୍ରାମବାସୀଙ୍କୁ ଉସୁକାଇ ରାଜୁଗୁଡ଼ା ହାଇସ୍କୁଲରେ ତାଲା ପକାଇଲେ ନିଲମ୍ବିତ ଶିକ୍ଷକ

ଛାଡୁନି ମୋହ: ଗ୍ରାମବାସୀଙ୍କୁ ଉସୁକାଇ ରାଜୁଗୁଡ଼ା ହାଇସ୍କୁଲରେ ତାଲା ପକାଇଲେ ନିଲମ୍ବିତ ଶିକ୍ଷକ

ପଟାଙ୍ଗି,୨ା୮(ଶରତ ଧଳ): ନିଲମ୍ବିତ ହେବା ପରେ ମଧ୍ୟ ସ୍କୁଲରୁ ମୋହ ଛାଡୁ ନ ଥିବା ସହ ଗ୍ରାମବାସୀଙ୍କୁ ମତାଇ ସ୍କୁଲରେ ତାଲା ପକାଇ ପୁଣି ଆରମ୍ଭ କରିଛନ୍ତି…

9 months ago
ପ୍ରାର୍ଥନା ସଭା ପରେ ହଠାତ୍‌ ବେହୋଶ ହୋଇଗଲେ ୧୨ ଛାତ୍ର, ତାପରେ…ପ୍ରାର୍ଥନା ସଭା ପରେ ହଠାତ୍‌ ବେହୋଶ ହୋଇଗଲେ ୧୨ ଛାତ୍ର, ତାପରେ…

ପ୍ରାର୍ଥନା ସଭା ପରେ ହଠାତ୍‌ ବେହୋଶ ହୋଇଗଲେ ୧୨ ଛାତ୍ର, ତାପରେ…

ଲକ୍ଷ୍ନୌ, ୩୦।୦୭: ଉତ୍ତର ପ୍ରଦେଶର ଏଟା ଜିଲା ଅନ୍ତର୍ଗତ ଏକ ସ୍କୁଲରେ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଜନପଦର ଏହି ସ୍କୁଲରେ ସକାଳୁ…

9 months ago
ବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟ

ବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟ

କର୍ଲାମୁଣ୍ଡା,୨୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂରରେ ଅବସ୍ଥିତ ବୋରାପଦର ପଞ୍ଚାୟତର କେର୍ଣାପଲା ଗାଁ। ୩୫ ପରିବାର ବିଶିଷ୍ଟ…

9 months ago
ସରକାରୀ ସ୍କୁଲରୁ ୩ ଦିନରେ ବାହାରିଲା ୩ ଡର୍ଜନରୁ ଅଧିକ ବିଷାକ୍ତ ସାପସରକାରୀ ସ୍କୁଲରୁ ୩ ଦିନରେ ବାହାରିଲା ୩ ଡର୍ଜନରୁ ଅଧିକ ବିଷାକ୍ତ ସାପ

ସରକାରୀ ସ୍କୁଲରୁ ୩ ଦିନରେ ବାହାରିଲା ୩ ଡର୍ଜନରୁ ଅଧିକ ବିଷାକ୍ତ ସାପ

କଟିହାର, ୧୨।୦୭: ତିନିଦିନ ମଧ୍ୟରେ ଏକ ସରକାରୀ ସ୍କୁଲରୁ ୩ ଡର୍ଜନରୁ ଅଧିକ ବିଷାକ୍ତ ସାପଙ୍କୁ ଉଦ୍ଧାର କରାଯାଇଛି । ବିହାରର କଟିହାରରେ ଏପରି ଘଟଣା ଦେଖିବାକୁ…

10 months ago
ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାରସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି…

10 months ago