scooty-bike face to face

ବାଇକ୍‌ ସହ ସ୍କୁଟି ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରତର

ଦାରିଙ୍ଗବାଡ଼ି,୩ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଛକରେ ବାଇକ୍‌ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ…

2 months ago