ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍: ସୂଚନା ଦେଲେ ଆଇନ ମନ୍ତ୍ରୀ ଭୁବନେଶ୍ୱର,୨୦।୧୨: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍ ଖୁବ ଶୀଘ୍ର ପରିବର୍ତ୍ତନ ହେବ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ପୁରୁଣା ଡିଜାଇନ୍ ଆଉ କିଛି ନବୀକରଣ କରାଯାଇ ଏକ ନୂତନ ଡିଜାଇନ୍ ହେବ।ବିଶେଷ କରି ବିଭିନ୍ନ ପ୍ରକାରର...
ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିବ AI କ୍ୟାମେରା, ଟେଣ୍ଡର ପ୍ରକ୍ରିୟା ଆରମ୍ଭ ପୁରୀ, ୧୪।୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର...
ଫୋନ୍ ନେଇ ଶ୍ରୀମନ୍ଦିର ଭିତରେ ଫଟୋ ଉଠାଉଛନ୍ତି ଭକ୍ତ, ହାତ ଟେକି ଦେଇଛି ଶ୍ରୀମନ୍ଦିର ପୋଲିସ ପୁରୀ,୧୧।୭: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ଢିଲା ହୋଇଛି ସୁରକ୍ଷା ବ୍ୟବସ୍ଥା। ଏକସଙ୍ଗେ ଚାରିପଟ ଦେଇ ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁଥିବା ବେଳେ ସୁରକ୍ଷା ତ୍ରୁଟି ପାଇଁ ସାଙ୍ଗରେ ମୋବାଇଲ ନେଇ ଫଟୋ ଉଠାଉଛନ୍ତି। ଯାହା ଶ୍ରୀମନ୍ଦିର ତଥା...
ପୁଣି ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପାଇଲେ ବୀର ବିକ୍ରମ ଯାଦବ ଭୁବନେଶ୍ୱର,୮।୪: ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି...
ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ...
Video: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇଲେ ୟୁଟ୍ୟୁବର: ପଦାରେ ପଡ଼ିଲା ସୁରକ୍ଷା ତ୍ରୁଟି, ଭିଡିଓ ଭାଇରାଲ୍ ପୁରୀ,୧୨।୨: ସୋସିଆଲ ମିଡିଆରେ ଏକ ଭିଜୁଆଲ୍ ଭାଇରାଲ ହୋଇଛି ଯେଉଁଥିରେ ପୁରୀର ଜଗନ୍ନାଥ ମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ଦେଖିବାକୁ ମିଳୁଛି। କିଭଳି ଏବଂ କେଉଁ ପରିସ୍ଥିତିରେ ଯୁବକ ଜଣକ ଏହି ଦୁଃଶାହାସ କରିପାରିଲେ, ସୁରକ୍ଷାକର୍ମୀ ଏହି ସମୟରେ କ’ଣ...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହେବ ₹୧୫୫ କୋଟି ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର, ପ୍ରସାର ଓ ସଂରକ୍ଷଣ ଏବଂ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଭିମୁଖ୍ୟ ବିଷୟରେ ଜନସାଧାରଣ ଏବଂ ଭବିଷ୍ୟତ ପିଢ଼ିକୁ ସଚେତନ କରିବା ପାଇଁ ୨୦୨୪ ଜାନୟାରୀ ୧୭ରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର...