ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ...
ଧନୁ ସଂକ୍ରାନ୍ତି ପାଳନକୁ ନେଇ ଦ୍ୱନ୍ଦ୍ୱ ପୁରୀ,୧୬ା୧୨(ଅଜିତ୍ କୁମାର ମହାନ୍ତି): ଚଳିତବର୍ଷ ପାଞ୍ଜି ଏବଂ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜିର ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ...
ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ...
ଆସିଲା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ: ଏଥିରେ ରହିଛି… ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ...
ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ… ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ...
ଓମଫେଡ୍ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍ଡି ବିଜୟ ଅମୃତା କୁଲାଙ୍ଗେ ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍ ଏମ୍ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ନେଇ ନିଷ୍ପତ୍ତି ହେବା ପରେ ସେ ଏପରି ପ୍ରତିକ୍ରିୟା...
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର ପୁରୀ,୨୩ା୮: ଆଜି ଅର୍ଥାତ୍ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ...
ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍ ବିଶ୍ୱନାଥ ଦେଲେ ଏହି ବଡ଼ ସୂଚନା, କହିଲେ ପ୍ରଥମେ… ପୁରୀ,୨୯ା୭: ସୋମବାର ବସିଥିବା ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ବୈଠକ ପରେ ଜଷ୍ଟିସ୍ ବିଶ୍ବନାଥ ରଥ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏହା ପରେ ମନ୍ଦିର ପ୍ରଶାସନ ପକ୍ଷରୁ...
ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ: ଆସିପାରେ ବଡ଼ ନିଷ୍ପତ୍ତି ପୁରୀ,୨୯ା୭: ସୋମବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ ବସିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସ୍ଆଇ ସହ ଏହି ବୈଠକ ବସିବ। ଉକ୍ତ ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବା ସହ...
ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ...
ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ କହିଲେ ପୂର୍ବରୁ ଡୁପ୍ଲିକେଟ୍ ଚାବି… ପୁରୀ,୧୫ା୭: ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ୍ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ...
ରତ୍ନଭଣ୍ଡାର ଖୋଲିବା ନେଇ ୧୪ ତାରିଖର ଅପୂର୍ବ ସଂଯୋଗ ବଲାଙ୍ଗୀର,୧୫ା୭(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ପରିଶେଷରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଖୋଲାଯାଇଛି। ପୂର୍ବରୁ ଶେଷ ଥର ପାଇଁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରକୁ ୧୯୮୫ ଜୁଲାଇ ୧୪ ତାରିଖରେ ଖୋଲାଯାଇଥିବା ପୁରୀ ଶ୍ରୀ...