ପୁରୀ,୧୪ା୧୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ…