sisters

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି…

6 months ago