National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…
ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ କୋର୍ଟ ବର୍ତ୍ତମାନ ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ...
ଝିଅ ସୋଫିଆଙ୍କୁ ନେଇ ବାପା ମୋକିମ କହିଲେ ବିଧାୟିକା ଭାବେ ସେ…
ଭୁବନେଶ୍ୱର,୧୫ା୧୨: କଂଗ୍ରେସ ବିଧାୟିକା ତଥା ନିଜ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ମଧ୍ୟ ମୁହଁ ଖୋଲିଲେ କଂଗ୍ରେସରୁ ବହିଷ୍କୃତ ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ସୋଫିଆ ବିଧାୟିକା ଅଛନ୍ତି, ତାଙ୍କର ଏହା ସହ କୌଣସି ସମ୍ପର୍କ ନାହିଁ।...
କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ, କହିଲେ ମୋ’ ବିଚାରଧାରାକୁ କେହି…
ଭୁବନେଶ୍ୱର,୧୫ା୧୨: କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ ଜଣାଉଛି। ପରବର୍ତ୍ତୀ ସମୟରେ କଂଗ୍ରେସ ପଦକ୍ଷେପ ନେବ ଭାବୁଛି। କଂଗ୍ରେସ ମୋତେ ପ୍ରାଥମିକ...
ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…
ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର।...
ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ...
‘ସୋନିଆ ଗାନ୍ଧୀ’ଙ୍କୁ ପ୍ରାର୍ଥୀ ଘୋଷଣା କଲା BJP, ଲଢ଼ିବେ ପଞ୍ଚାୟତ ନିର୍ବାଚନ
ନୂଆଦିଲ୍ଲୀ,୨।୧୨: କେରଳର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମୁନ୍ନାରରେ ପଞ୍ଚାୟତ ନିର୍ବାଚନ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏଠାରେ ଭାଜପା ଜଣେ ପ୍ରାର୍ଥୀଙ୍କୁ ମୈଦାନକୁ ଓହ୍ଲାଇଛି, ଯାହାଙ୍କ ନାମ ହେଉଛି ସୋନିଆ ଗାନ୍ଧୀ। ହଁ, ଆପଣ ଠିକ୍ ଶୁଣିଛନ୍ତି; ଏହି ପ୍ରାର୍ଥୀ...
ସୋନିଆ-ରାହୁଲଙ୍କ ନାଁରେ ପୁଣି ଏକ ନୂଆ ମାମଲା
ନୂଆଦିଲ୍ଲୀ,୩୦ା୧୧: ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖା (EOW) ନ୍ୟାଶନାଲ ହେରାଲ୍ଡ ମାମଲାରେ ଏକ ନୂତନ ଏଫ୍ଆଇଆର ଦାୟର କରିଛି। ଏଥିରେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ସୋନିଆ...
୧୯୮୦ର ଭୋଟର ଲିଷ୍ଟରେ ଅଛି ସୋନିଆ ଗାନ୍ଧୀଙ୍କ ନାମ, କୋର୍ଟରେ ହେଲା ଆବେଦନ
ନୂଆଦିଲ୍ଲୀ,୫।୯: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବିରୋଧରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି, ଯେଉଁଥିରେ ଅଭିଯୋଗ କରାଯାଇଛି ଯେ ତାଙ୍କ ନାମ ୧୯୮୦ ଭୋଟର ତାଲିକାରେ ପଞ୍ଜିକୃତ ହୋଇଥିଲା, ହେଲେ ସେ...
‘ଭାରତୀୟ ନାଗରିକ ହେବା ପୂର୍ବରୁ ଭୋଟର ଲିଷ୍ଟରେ ଯୋଡା ଯାଇଥିଲା ସୋନିଆଙ୍କ ନାଁ,’ ଭାଜପାର ଅଭିଯୋଗକୁ ନେଇ ରାଜନୀତି ସରଗରମ
ନୂଆଦିଲ୍ଲୀ,୧୩।୮: ବିରୋଧୀ ଦଳଗୁଡ଼ିକ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ ଭୋଟର ଜାଲିଆତିରେ ନିର୍ବାଚନ କମିଶନଙ୍କ ସହ ହାତ ମିଳାଇଥିବା ଅଭିଯୋଗ କରିଛନ୍ତି। ଏହି ସମୟରେ, ବୁଧବାର (୧୩ ଅଗଷ୍ଟ, ୨୦୨୫) ଭାଜପା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ...
ସୋନିଆ ଗାନ୍ଧୀଙ୍କୁ ପ୍ରଶଂସା କରି ଏମିତି କହିଲେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା
ନୂଆଦିଲ୍ଲୀ,୨୫।୭: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀଙ୍କ ଦ୍ୱାରା ଲେଖାଯାଇଥିବା ଚିଠିକୁ ‘ନୋବେଲ ପୁରସ୍କାର’ ଏବଂ ‘ଓସ୍କାର ଅପେକ୍ଷା ବଡ଼ ସମ୍ମାନ’ ବୋଲି ବର୍ଣ୍ଣନା କରିଛନ୍ତି। ଏହି ଘଟଣା ଅଖିଳ ଭାରତ କଂଗ୍ରେସ କମିଟି...
ରାଗିଗଲେ ସୋନିଆ: ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୋଦି ସରକାର ଉପରେ ଉଠାଇଲେ ପ୍ରଶ୍ନ
ନୂଆଦିଲ୍ଲୀ,୨୧।୬: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଇଂରାଜୀ ଖବରକାଗଜରେ ଏକ ସ୍ତମ୍ଭ ଲେଖିଛନ୍ତି। ଏଥିରେ ସେ କହିଛନ୍ତି, ଇରାନ ଭାରତର ପୁରୁଣା ବନ୍ଧୁ ଏବଂ ଗଭୀର ସମ୍ପର୍କ ଦ୍ୱାରା...
ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟାବସ୍ଥା, ନିଆଗଲା ହସ୍ପିଟାଲ
ନୂଆଦିଲ୍ଲୀ,୭।୬: ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ। ସିମଲାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହୋଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ଶନିବାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲ (IGMC) କୁ ନିଆଯାଇଥିଲା। ସେଠାରେ...
Archives


