Tag Archives: Sports News

ରୋହିତଙ୍କ ରଣହୁଙ୍କାର,ଫାଇନାଲ ପୂର୍ବରୁ ରଣନୀତି ନେଇ କହିଲେ ଏଭଳି…

ଅହମ୍ମଦାବାଦ,୧୮।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍‌କୁ ନେଇ ରଣହୁଙ୍କାର ଭରିଛନ୍ତି ଅଧିନାୟକ ରୋହିତ ଶର୍ମା। ଏଯାବତ ଦଳ ଯେଉଁଭଳି କ୍ରିକେଟ ଖେଳି ଆସିଛି ସେହିଭଳି ଫାଇନାଲରେ ମଧ୍ୟ ଖେଳିବ ବୋଲି ସେ କହିଛନ୍ତି। ମ୍ୟାଚ୍‌...

ଭାରତ ବିଶ୍ୱକପ୍‌ ଚାମ୍ପିୟନ ହେଲେ ୟୁଜର୍ସଙ୍କୁ ୧୦୦ କୋଟି ବାଣ୍ଟିବ ଏହି ଷ୍ଟାଟଅପ୍‌ କମ୍ପାନୀ, ଚମକାଇଲା ଘୋଷଣା

ନୂଆଦିଲ୍ଲୀ,୧୮।୧୧: ବିଶ୍ୱକପ୍‌ ଫାଇନାଲରେ ଟିମ୍‌ ଇଣ୍ଡିଆ ପ୍ରବେଶ କରିବା ପରେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଛି। ସମସ୍ତେ ନିଜ ନିଜ ଢଙ୍ଗରେ ଭାରତୀୟ ଟିମ୍‌ର ଊତ୍ସାହ ବଢ଼ାଇବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ ଜଣେ ଷ୍ଟାଟଅପ୍‌ କମ୍ପାନୀ ‘ଆଷ୍ଟ୍ରୋଟକ୍‌’ର ପ୍ରତିଷ୍ଠାତା ଏବଂ...

‘ଶାମି ଜଣେ ଭଲ ବୋଲର୍‌ ସତ, ହେଲେ ସେତିକି ଭଲ ସ୍ବାମୀ ଏବଂ ବାପା ହୋଇଥାନ୍ତେ କି…’

ନୂଆଦିଲ୍ଲୀ,୧୮।୧୧: ବିଶ୍ୱକପ୍‌ ୨୦୨୩ରେ ଭାରତୀୟ ବୋଲର ମହମ୍ମଦ ଶାମି ଜବରଦସ୍ତ ଫର୍ମରେ ଅଛନ୍ତି। ଏଯାବତ ସେ ୨୩ ଉଇକେଟ ନେଇସାରିଛନ୍ତି। ଗୋଟିଏ ପଟେ ସେ ଅନେକ ରେକର୍ଡ ନିଜ ନାମରେ କରୁଥିବା ବେଳେ ଅପରପକ୍ଷେ ସ୍ତ୍ରୀ ହସିନ ଜହାଁ ତାଙ୍କୁ...

ଶାମିଙ୍କୁ ନେଇ ଭୟରେ ଅଛନ୍ତି ଅଷ୍ଟ୍ରେଲିୟ ଅଧିନାୟକ, ଫାଇନାଲ ପୂର୍ବରୁ ଖେଳାଳିଙ୍କୁ କରାଇଲେ ସତର୍କ…

ଅହମ୍ମଦାବାଦ,୧୮।୧୧: ବିଶ୍ୱକପ୍‌ ୨୦୨୩ର ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ। ଉଭୟ ଟିମ୍‌ର ଖେଳାଳିମାନେ ଫର୍ମରେ ଥିବାରୁ ମ୍ୟାଚ୍‌ଟି ବେଶ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ତେବେ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌ କମିନ୍ସ ଖବରଦାତା ସମ୍ମିଳନୀରେ ଦଳର...

ବାପା ହେଲେ ‘ଦ ଗ୍ରେଟ୍‌ ଖଲି’

ନୂଆଦିଲ୍ଲୀ,୧୮।୧୧: ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଦିଲୀପ ସିଂହ ରାଣା ଓରଫ ‘ଦ ଗ୍ରେଟ୍‌ ଖଲି’ ବାପା ହୋଇଛନ୍ତି। ତାଙ୍କ ଘରକୁ କୁନି ରାଜକୁମାର ଆସିଛନ୍ତି। ସୋସିଆଲ ମିଡିଆରେ ଖଲି ଶେୟାର କରିଥିବା ଏକ ରିଲ୍‌ରେ ପୁଅକୁ କଙ୍ଗାରୁ କେୟାର ଦେଉଥିବା ଦେଖାଯାଇଛି।...

ବିଶ୍ୱକପ୍‌ ଫାଇନାଲ ଲାଗି ଅମ୍ପାୟାରଙ୍କ ନାମ ଘୋଷଣା କଲା ଆଇସିସି, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଅହମ୍ମଦାବାଦ, ୧୭।୧୧: ୪୬ ଦିନ, ୪୮ ମ୍ୟାଚ୍‌ ଏବଂ ୧୦ ଟିମ୍‌। ବିଶ୍ୱକପ୍‌ ୨୦୨୩ ଏବେ ଅନ୍ତିମ ପର୍ଯ୍ୟାୟରେ ପାଦ ଥାପିଛି। ରବିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ମୁକାବିଲା ଲାଗି ଆଇସିସି...

‘ଭାରତୀୟ ଟିମ୍‌ର ସେଭଳି କିଛି ଦୁର୍ବଳତା ନାହିଁ, ତଥାପି ଆମେ ପ୍ରସ୍ତୁତ’

ନୂଆଦିଲ୍ଲୀ,୧୭।୧୧: ବିଶ୍ୱକପ୍‌ ମହାମୁକାବିଲାରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ। ଉଭୟ ଦଳ ଏଥିଲାଗି ପ୍ରସ୍ତୁତି ଶେଷ କରିଥିବା ବେଳେ ଶୁକ୍ରବାର ଅଷ୍ଟ୍ରେଲିଆର ଦ୍ରୁତ ବୋଲର ଜୋସ ହେଜଲଉଡ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଖେଳିଥିବା ସିରିଜକୁ ମନେପକାଇ ସେ କହିଛନ୍ତି,...

ମୁଁ ଖେଳାଳି ନୁହେଁ, ପିଚ୍‌ ଦେଖି ବୋଲିଂ କରେ: ମହମ୍ମଦ ଶାମି

ଅହମ୍ମଦାବାଦ,୧୭।୧୧: ନିଜର ଘାତକ ବୋଲିଂକୁ ନେଇ ବିଶ୍ୱକପ୍‌ରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି ଭାରତୀୟ ବୋଲର୍‌ ମହମ୍ମଦ ଶାମି। ଚାପରେ ଥିବା ସତ୍ତ୍ୱେ ସେମିଫାଇନାଲ ମୁକାବିଲାରେ ୭ ଉଇକେଟ ନେଇ ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସେ। ଅନେକେ...

ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲା ହାର୍ଦ୍ଦିକଙ୍କ ଆଘାତ ସମସ୍ୟା; ବିଶ୍ୱକପ୍‌ ପରେ…

ନୂଆଦିଲ୍ଲୀ,୧୭।୧୧: ବିଶ୍ୱକପ୍‌ ୨୦୨୩ରେ ବାଲାଂଦେଶ ବିପକ୍ଷରେ ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ଆହତ ହୋଇଥିଲେ ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ତାଙ୍କ ଆଘାତ ଗମ୍ଭୀର ଥିବାରୁ ଏବେ ସେ ଫିଟ୍‌ ହେବାକୁ ସମୟ ଲାଗିପାରେ। ପ୍ରଥମେ ସେ ବିଶ୍ୱକପ୍‌ ପରେ ଅଷ୍ଟ୍ରେଲିଆ...

ଶାମିଙ୍କ ହାତ ଚୁମିଲେ ଅଶ୍ୱିନ, ଟିମ୍‌ରେ ନ ଥାଇ ବି ପହଞ୍ଚିଲେ ଚହଲ; କିଛି ଏଭଳି ଢଙ୍ଗରେ…

ନୂଆଦିଲ୍ଲୀ,୧୭।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଜବରଦସ୍ତ ବୋଲିଂ ପ୍ରଦର୍ଶନ କରିଥିଲେ ମହମ୍ମଦ ଶାମି। ସେହିଭଳି ବ୍ୟାଟିଂରେ ବିରାଟ କୋହଲି ନିଜର ୫୦ତମ ଦିନିକିଆ ଶତକ ସହ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ। ଗୋଟିଏ ପଟେ...

ଷ୍ଟମ୍ପ ଲାଇଟ୍‌ ଜଳିବା ସତ୍ତ୍ୱେ କେନ ଓ୍ବିଲିୟମସନଙ୍କୁ କାହିଁକି ଦିଆଯାଇ ନ ଥିଲା ରନ୍‌ଆଉଟ୍‌? ଜାଣନ୍ତୁ ନିୟମ…

ମୁମ୍ବାଇ,୧୬।୧୧: କ୍ରିକେଟ ବିଶ୍ୱକପ୍‌ ୨୦୨୩ର ପ୍ରଥମ ସେମିଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କୁ ରନ୍‌ଆଉଟ୍‌ ଦିଆଯାଇ ନ ଥିଲା। ସେ କ୍ରିଜ୍‌ରେ ପହଞ୍ଚିବା ପୂର୍ବରୁ ଷ୍ଟମ୍ପର ଲାଇଟ୍‌ ଜଳିଥିଲା। ହେଲେ ତାଙ୍କୁ ନଟଆଉଟ୍‌ ଘୋଷଣା କରାଯିବାକୁ ନେଇ ବିବାଦ...

ବର୍ଷା ଯୋଗୁ ଦ୍ୱିତୀୟ ସେମିଫାଇନାଲ ବାଧାପ୍ରାପ୍ତ ହେଲେ କାହା ସହ ଫାଇନାଲ ଖେଳିବ ଟିମ୍‌ ଇଣ୍ଡିଆ, କିଛି ଏଭଳି ରହିଛି ନିୟମ…

ନୂଆଦିଲ୍ଲୀ,୧୬।୧୧: ଭାରତ ବିଶ୍ୱକପ୍‌ ୨୦୨୩ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଚତୁର୍ଥ ଥର ଲାଗି ଫାଇନାଲରେ ପ୍ରବେଶ କରିଛି। ବିରୋଧୀ ଟିମ୍‌ ସମ୍ମୁଖରେ ୩୯୮ ରନ୍‌ର ବିଜୟ ଲକ୍ଷ୍ୟ ରହିଥିଲା। ହେଲେ ମହମ୍ମଦ ଶାମିଙ୍କ ଜବରଦସ୍ତ ବୋଲିଂ ଯୋଗୁ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri