Tag Archives: Sports News

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ହାର୍ଦ୍ଦିକ ପାଣ୍ଡ୍ୟା ଅଲ୍‌ରାଉଣ୍ଡରଙ୍କ ତାଲିକାରେ ପୂର୍ବଭଳି ଶୀର୍ଷରେ ରହିଛନ୍ତି। ଏ ନେଇ ଆଇସିସିର...

ରାଜସ୍ଥାନ ଅଧିନାୟକ ପଦରୁ ହଟିବେ ରିଆନ ପରାଗ, ନେତୃତ୍ୱ ନେବେ ସାମ୍‌ସନ

ବେଙ୍ଗାଲୁରୁ,୨ା୪: ସଞ୍ଜୁ ସାମ୍‌ସନ ଚଳିତ ଆଇପିଏଲ୍‌ରେ ଉଇକେଟ୍‌ କିପିଂ କରିବା ସହ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଦଳର ନେତୃତ୍ୱ ସମ୍ଭାଳିଥିଲେ। ତାଙ୍କୁ ଏଥିଲାଗି ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ଠାରୁ ଅନୁମତି ମିଳିଥିଲା। ଗତ ଫେବୃଆରୀରେ ଇଂଲଣ୍ଡ ବିପକ୍ଷ ଖେଳାଯାଇଥିବା ଏକ ଟି୨୦ ମ୍ୟାଚ୍‌ରେ...

ପାଣ୍ଡ୍ୟାଙ୍କ ଉପରେ BCCIର ବଡ଼ ଆକ୍ସନ, ଏହି ଭୁଲ୍‌ ପାଇଁ ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ୯ମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୁମ୍ବାଇ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି...

IPL ପଏଣ୍ଟ ଟେବୁଲ୍‌ରେ ଗୁଜରାଟର ଲମ୍ବା ଡିଆଁ, ୬ ଟିମ୍‌କୁ ପଛରେ ପକାଇ…

ନୂଆଦିଲ୍ଲୀ,୩୦।୩: IPL ୨୦୨୫ରେ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳାଯାଇଛି। ଏଥିରେ ୮ ଦଳ ବିଜୟ ସହ ଖାତା ଖୋଲିଛନ୍ତି। କେବଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ଏପର୍ଯ୍ୟନ୍ତ ସେମାନଙ୍କର ପ୍ରଥମ ବିଜୟ ପାଇଁ ଅପେକ୍ଷା କରିଛନ୍ତି। ସିଜିନର ୯ମ...

ବ୍ୟାନ୍‌ ହେବା ସତ୍ତ୍ୱେ ସୁଧୁରିଲେନି ପାଣ୍ଡ୍ୟା, ପୁଣି ଦୋହରାଇଲେ ଭୁଲ୍‌

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ମୁମ୍ବାଇ ଇଣ୍ଡିଆନ୍ସ। ଦଳ ଆରମ୍ଭରୁ ହିଁ ଲଗାତାର ଦୁଇଟି ମ୍ୟାଚ ହାରିଯାଇଛି। ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା, ଯେଉଁଥିଲାଗି ଦଳକୁ ୩୬ ରନ୍‌ରେ...

ଫାଇନାଲ ମୁକାବିଲାରେ ବୋଲର୍‌ ଏକାକି ନେଲେ ୧୧ ଉଇକେଟ, ଇତିହାସ ରଚିଲା ଟିମ୍‌ 

କାନ୍‌ବେରା,୨୯।୩: ଦକ୍ଷିଣ ଅଷ୍ଟ୍ରେଲିଆ ଦଳ ସେଫିଲ୍ଡ ସିଲ୍ଡ ଟାଇଟଲ ଜିତି ଇତିହାସ ରଚିଛି। ଏହି ଟୁର୍ନାମେଣ୍ଟର ଫାଇନାଲରେ କୁଇନ୍ସଲ୍ୟାଣ୍ଡକୁ ପରାସ୍ତ କରି ଦଳ ୨୯ ବର୍ଷ ପରେ ଟାଇଟଲ ଜିତିଛି। ଦକ୍ଷିଣ ଅଷ୍ଟ୍ରେଲିଆ ଟୁର୍ନାମେଣ୍ଟ ଫାଇନାଲକୁ ୪ ଉଇକେଟରେ ଜିତିଥିବା...

ମ୍ୟାଚ୍‌ ପରେ CSK ବୋଲରଙ୍କ ଉପରେ ରାଗିଗଲେ ବିରାଟ କୋହଲି? ଭାଇରାଲ Videoକୁ ନେଇ ବଢ଼ୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୩: ଆଇପିଏଲ୍‌ ୨୦୨୫ରେ ଲଗାତାର ୨ ମ୍ୟାଚ୍‌ରେ ବିଜେତା ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)। ଶୁକ୍ରବାର ସିଏସ୍‌କେ ବିପକ୍ଷରେ ଖେଳାଯାଇଥିବା ମୁକାବିଲାରେ ଦଳ ୫୦ ରନ୍‌ରେ ବାଜି ମାରିନେଇଥିଲା। ହେଲେ ମ୍ୟାଚ୍‌ରେ ବିରାଟ କୋହଲି ଆଶା ମୁତାବକ ପ୍ରଦର୍ଶନ କରିପାରି...

କ’ଣ ନିଜର ପାଉଣା ଫେରାଇବେ ଗମ୍ଭୀର? ୩ କୋଟି ଟଙ୍କାକୁ ନେଇ ପ୍ରଶ୍ନ ଉଠାଇଲେ…

ନୂଆଦିଲ୍ଲୀ,୨୬।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଟିମ୍‌ ଇଣ୍ଡିଆକୁ ଚାମ୍ପିଅନ କରିବା ପରେ ବିସିସିଆଇ ଦଳକୁ ୫୮ କୋଟି ଟଙ୍କାର ପୁରସ୍କାର ଦେବାକୁ ଘୋଷଣା କରିଥିଲା। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କୁ ୩ କୋଟି ଟଙ୍କା ଦିଆଯିବ ବୋଲି ମଧ୍ୟ ଘୋଷଣା...

ମଧ୍ୟାହ୍ନଭୋଜନରେ ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଚାଉଳ ଲଡୁ

ଭୁବନେଶ୍ୱର,୨୬ା୩(ସୁଚିସ୍ମିତା ସାହୁ): ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ଦିଆଯିବ ପୋଷଣ ଯୁକ୍ତ ଚାଉଳ ଲଡୁ। ପ୍ରଥମରୁ ଦଶମଶ୍ରେଣୀ ପଯର୍ର୍‌ୟନ୍ତ ପାଠପଢ଼ୁଥିବା ପିଲାମାନେ ଏହାକୁ ଖାଇବେ। ଏପ୍ରିଲ ୧ରୁ ଗୋଟିଏ ସପ୍ତାହରେ ପ୍ରତି ପିଲାଙ୍କୁ ୩ଟି ଲଡୁ ଦିଆଯିବ ବୋଲି ରାଜ୍ୟ...

IPL ଆରମ୍ଭରୁ ବଦଳିଗଲା ଏହି ଟିମ୍‌, ହଠାତ କରାଗଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୩: ଆଇପିଏଲ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇଛି। ସିଜିନରେ ଏପର୍ଯ୍ୟନ୍ତ କେବଳ ଗୋଟିଏ ମ୍ୟାଚ ଖେଳାଯାଇଥିବା ବେଳେ ଗୋଟିଏ ଦଳ ଏହାର ସ୍କ୍ବାର୍ଡରେ ପରିବର୍ତ୍ତନ କରିଛି। ଲକ୍ଷ୍ନୌ ସୁପରଜାଏଣ୍ଟସର ଜଣେ ଷ୍ଟାର ଦ୍ରୁତ ବୋଲର ଆଘାତ ଯୋଗୁ ଏହି...

ସନ୍ନ୍ୟାସକୁ ନେଇ ଏମ୍‌ଏସ୍‌ ଧୋନୀଙ୍କ ବଡ଼ ଘୋଷଣା, କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରତିବର୍ଷ କ୍ରିକେଟପ୍ରେମୀମାନେ ଆଇପିଏଲ୍‌କୁ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଏହାର ସବୁଠାରୁ ବଡ଼ କାରଣ ମଧ୍ୟ ହେଉଛନ୍ତି ଏମ୍‌ଏସ୍‌ ଧୋନୀ। ସେ ୨୦୨୦ ମସିହାରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏବେ ସେ କେବଳ IPLରେ ଖେଳୁଥିବାର ନଜର...

IPL ୨୦୨୫: ରାଜସ୍ଥାନ ରୟାଲ୍ସର ବଡ଼ ନିଷ୍ପତ୍ତି, ସାମସନଙ୍କ ସ୍ଥାନରେ ଏହି କ୍ରିକେଟର ହେଲେ ଅଧିନାୟକ

ନୂଆଦିଲ୍ଲୀ,୨୦।୩: IPL ୨୦୨୫ ସିଜିନ ପୂର୍ବରୁ ରାଜସ୍ଥାନ ରୟାଲ୍ସ ସହ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ଦଳର ଅଧିନାୟକ ସଞ୍ଜୁ ସାମସନ ତାଙ୍କ ଆଘାତରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ଏହି କାରଣରୁ ରାଜସ୍ଥାନ ରୟାଲ୍ସ ଏକ ବଡ଼ ନିଷ୍ପତ୍ତି ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image