Tag Archives: Sports News

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ ଓହ୍ଲାଇ ନାହାନ୍ତି। ଫେବୃଆରୀ ୨୦୨୪ରେ ସେ ନିଜର ସର୍ଜରୀ କରାଇଥିବା ବେଳେ ପୁଣି...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ ଆସୁଥିବାରୁ ଏହି ସିରିଜରେ ଅଷ୍ଟ୍ରେଲିଆ ଜିତିବା ଲାଗି ଆଶା ବାନ୍ଧିଛି। ଏହାକୁ ନେଇ...

୩୬ ବର୍ଷ ପରେ ଭାରତରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁ, ୨୦।୧୦: ଟିମ୍‌ ଇଣ୍ଡିଆକୁ ହରାଇ ନ୍ୟୁଜିଲାଣ୍ଡ ବେଙ୍ଗାଲୁରୁ ଟେଷ୍ଟ ଜିତି ଇତିହାସ ରଚିଛି। ୩୬ ବର୍ଷ ଦଳ ଭାରତରେ ଟେଷ୍ଟ ମ୍ୟାଚ୍‌ରେ ବିଜେତା ହୋଇଛି। ୧୯୮୮ରେ ନ୍ୟୁଜିଲାଣ୍ଡ ଶେଷଥର ପାଇଁ ଭାରତରେ ଟେଷ୍ଟ ମ୍ୟାଚ୍‌ ଜିତିଥିଲା। ତେବେ ଏହି...

ଧୋନୀଙ୍କୁ ପଛରେ ପକାଇ ପନ୍ତ ହେଲେ ‘ନମ୍ବର ୧’

ନୂଆଦିଲ୍ଲୀ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଦ୍ୱିତୀୟ ଇନିଂସରେ ବଡ଼ ଟାର୍ଗେଟ ଦେବାକୁ ଯାଉଛନ୍ତି। ଚତୁର୍ଥ ଦିନ ଲଞ୍ଚ...

ବଡ଼ ଗେମ୍‌ ଖେଳିବା ଯୋଜନାରେ କେ ଏଲ୍‌ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍‌କା

ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍‌ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍‌ କରିବେ ତାହାର ତାଲିକା କରିବା ଆରମ୍ଭ କରିଛନ୍ତି। ଏଥିଲାଗି ଅକ୍ଟୋବର ୩୧ ଯାଏ ସମୟ ଦିଆଯାଇଛି,...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ କୋହଲି ଏହି ଉପଲବ୍ଧି ହାସଲ କରିଥିଲେ। ସେ ଭାରତ ପାଇଁ ସବୁଠାରୁ ଅଧିକ...

ପାକିସ୍ତାନ ବୋଲରଙ୍କୁ ଶିଖାଯାଉଛି ବଲ୍‌ ଟାମ୍ପରିଂ! ପିସିବି ଉପରେ ବଡ଼ ଅଭିଯୋଗ ଆଣିଲେ…

ଇସଲାମାବାଦ,୧୧।୧୦: ଇଂଲଣ୍ଡ ବିପକ୍ଷ ମୁଲ୍‌ତାନ ଟେଷ୍ଟ ଶେଷ ହେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ ଉପରେ ବଲ ଟାମ୍ପରିଂ ଶିଖାଯାଉଥିବା ନେଇ ବଡ଼ ଅଭିଯୋଗ ଆସିଛି। ମ୍ୟାଚ୍‌ରେ ବୋଲର୍‌ଙ୍କୁ ନୂଆ ଏବଂ ପୁରୁଣା ବୋଲିଂରେ ସ୍ବିଙ୍ଗ ନ ମିଳିବାରୁ ଜଣେ...

ଜଣେ ଲେଗ୍‌ ସ୍ପିନର୍‌ରୁ କିଭଳି ଦ୍ରୁତ ବୋଲର୍‌ ହେଲେ ପାଣ୍ଡ୍ୟା? କାରଣ ଜାଣିଲେ…

ନୂଆଦିଲ୍ଲୀ,୧୧।୧୦: ଟିମ୍‌ ଇଣ୍ଡିଆର ଉଲ୍ଲେଖନୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅକ୍ଟୋବର ୧୧ ଅର୍ଥାତ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ୩୧ ବର୍ଷୀୟ ପାଣ୍ଡ୍ୟା ଆଜି ଭାରତୀୟ ଟିମ୍‌ର ପେସ୍‌ର ଭାବେ ପ୍ରମୁଖ ଅଙ୍ଗ ରହି ଆସୁଛନ୍ତି। ଟି୨୦ ବିଶ୍ୱକପ୍‌...

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଦଳରେ ଗଣା ହୋଇଥାନ୍ତି। ଯେବେ ବି ଏହି ଦୁଇ ଦଳ ମୁହାଁମୁହିଁ ହୋଇଥାନ୍ତି,...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ କରି ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ପାସପୋର୍ଟ ଅବଧି ଶେଷ...

ସୂର୍ଯ୍ୟକୁମାର ବହୁତ ବୁଝାଇଲେ, ତଥାପି ବିଫଳ ହେଲେ ହାର୍ଦ୍ଦିକ; LIVE ମ୍ୟାଚ୍‌ରେ ନିଜକୁ…

ନୂଆଦିଲ୍ଲୀ,୨୭।୭: ଟି୨୦ ବିଶ୍ୱକପ୍‌ ଜିତାଇବା ପରେ ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ସେ ୧୦ ବଲ୍‌ରେ ୯ ରନ୍‌ କରି ନିଜର ଉଇକେଟ ହରାଇଥିଲେ। ବ୍ୟାଟିଂ ଉପଯୋଗୀ ପିଚ୍‌ରେ ଏଭଳି ରନ୍‌କୁ ନେଇ...

ଶ୍ରୀଲଙ୍କାରେ ଏ କ’ଣ ହେଲା? ସିରିଜ ଆରମ୍ଭ ପୂର୍ବରୁ ସର୍ବସମ୍ମୁଖରେ ଭାବବିହ୍ବଳ ହେଲେ ଗମ୍ଭୀର,Video

ନୂଆଦିଲ୍ଲୀ,୨୭।୭: ଟିମ୍‌ ଇଣ୍ଡିଆର ଶ୍ରୀଲଙ୍କା ଗସ୍ତର ଆରମ୍ଭ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମୁକାବିଲାରୁ ହେବାକୁ ଯାଉଛି। ଗମ୍ଭୀର ଏହି ସିରିଜ ସହ ହେଡ୍‌ କୋଚ୍‌ ଭାବେ ଇନିଂସ ଆରମ୍ଭ କରିବେ। ଗମ୍ଭୀର ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri