ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?
ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏ ନେଇ ସୂଚନା ଦିଆଯାଇଛି। ବିସିସିଆଇର ସେଣ୍ଟର ଅଫ...