sri lingaraj weding

ଶ୍ରୀଲିଙ୍ଗରାଜଙ୍କ ମଙ୍ଗଳକୃତ୍ୟ ସମ୍ପନ୍ନ

ପୁରୁଣା ଭୁବନେଶ୍ୱର,୧୦ା୬(ସୁବାସଚନ୍ଦ୍ର ପ୍ରଧାନ): ସୋମବାର ପବିତ୍ର ଶୀତଳଷଷ୍ଠୀ ଉପଲକ୍ଷେ ରବିବାର ରାତିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଏବଂ ମା’ପାର୍ବତୀଙ୍କ ମଙ୍ଗଳକୃତ୍ୟ ବିଧିମୁତାବକ ଅନୁଷ୍ଠିତ ହୋଇଯାଇଛି। ଦୈନିକ ନୀତି ସନ୍ଧ୍ୟାଧୂପରେ ଅଷ୍ଟଚଣ୍ଡୀ…

3 months ago