Advertisement

State

ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…

ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…

ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ…

4 weeks ago
ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

4 weeks ago
‘ଗୋପାଳ ପ୍ରକୃତ ଦୋଷୀ ନୁହେଁ, ତାକୁ ବେଲ୍‌ରେ ଛାଡ଼’‘ଗୋପାଳ ପ୍ରକୃତ ଦୋଷୀ ନୁହେଁ, ତାକୁ ବେଲ୍‌ରେ ଛାଡ଼’

‘ଗୋପାଳ ପ୍ରକୃତ ଦୋଷୀ ନୁହେଁ, ତାକୁ ବେଲ୍‌ରେ ଛାଡ଼’

ଭୁବନେଶ୍ୱର,୨୦।୩: ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ବୁଧବାର ତାଙ୍କ ପତ୍ନୀ ମୀନତି ଦାସ ଲୋକ ସେବା ଭବନରେ…

1 month ago
ସୁଭଦ୍ରା ଯୋଜନା: କାଲି ମିଳିବ…ସୁଭଦ୍ରା ଯୋଜନା: କାଲି ମିଳିବ…

ସୁଭଦ୍ରା ଯୋଜନା: କାଲି ମିଳିବ…

ଭୁବନେଶ୍ୱର,୫ା୩(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ଅର୍ଥରାଶି ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧ କୋଟି ୮ ଲକ୍ଷ ମହିଳା ଆବେଦନ କରିସାରିଛନ୍ତି। ଗୁରୁବାର…

2 months ago
ଶନିବାରଠୁ ଛାଡ଼ ହେବ ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’ଶନିବାରଠୁ ଛାଡ଼ ହେବ ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’

ଶନିବାରଠୁ ଛାଡ଼ ହେବ ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’

ଭୁବନେଶ୍ୱର, ୨୮ା୨(ସୁନିତ୍‌ ମିଶ୍ର): ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’କୁ ରାଜ୍ୟ ସରକାର ଛାଡ଼ କରିବା ନେଇ ଘୋଷଣା କରିଛନ୍ତି। ଫଳରେ ଗାଈ, ବଳଦ,…

2 months ago
ଏକାସହ କୋଟିଏ ମହିଳା ପାଇବେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ…ଏକାସହ କୋଟିଏ ମହିଳା ପାଇବେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ…

ଏକାସହ କୋଟିଏ ମହିଳା ପାଇବେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ…

ଭୁବନେଶ୍ୱର,୨୮ା୨(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଅର୍ଥ ଅନ୍ତର୍ଜାତୀୟ ମହିଳା ଦିବସ ତଥା ଆସନ୍ତା ୮ ତାରିଖରେ ରାଜ୍ୟ ସରକାର ପ୍ରଦାନ କରିବେ। ରାଜ୍ୟର ପ୍ରାୟ…

2 months ago
ଭାଲେଟାଇନ୍ସ ଡେ’ରେ ଗର୍ଲଫ୍ରେଣ୍ଡଙ୍କୁ ଚୋରି ସ୍କୁଟି ଉପହାର ଦେଇଥିଲେ ଯୁବକ: ଏମିତି ଫିଟିଲା ରହସ୍ୟଭାଲେଟାଇନ୍ସ ଡେ’ରେ ଗର୍ଲଫ୍ରେଣ୍ଡଙ୍କୁ ଚୋରି ସ୍କୁଟି ଉପହାର ଦେଇଥିଲେ ଯୁବକ: ଏମିତି ଫିଟିଲା ରହସ୍ୟ

ଭାଲେଟାଇନ୍ସ ଡେ’ରେ ଗର୍ଲଫ୍ରେଣ୍ଡଙ୍କୁ ଚୋରି ସ୍କୁଟି ଉପହାର ଦେଇଥିଲେ ଯୁବକ: ଏମିତି ଫିଟିଲା ରହସ୍ୟ

ନୂଆଦିଲ୍ଲୀ,୧୭।୨: ହରିୟାଣାର ଅମ୍ବଲାରେ ଏକ ରୋଚକ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଭାଲେଣ୍ଟାଇନ୍ସ ଡେ’ରେ ତାଙ୍କ ପ୍ରେମିକାଙ୍କୁ ଏକ ଚୋରି ସ୍କୁଟର…

2 months ago
ରାଜଭବନ ଛକରେ ଭୟଙ୍କର ସିରିଜ ଦୁର୍ଘଟଣା: ନିଶାରେ ଚୁର ହୋଇ ଦୁଇ ବାଇକ୍‌କୁ ପିଟିଲା କାର୍‌; ଜଣେ ମୃତ, ୪ ଗୁରୁତର…ରାଜଭବନ ଛକରେ ଭୟଙ୍କର ସିରିଜ ଦୁର୍ଘଟଣା: ନିଶାରେ ଚୁର ହୋଇ ଦୁଇ ବାଇକ୍‌କୁ ପିଟିଲା କାର୍‌; ଜଣେ ମୃତ, ୪ ଗୁରୁତର…

ରାଜଭବନ ଛକରେ ଭୟଙ୍କର ସିରିଜ ଦୁର୍ଘଟଣା: ନିଶାରେ ଚୁର ହୋଇ ଦୁଇ ବାଇକ୍‌କୁ ପିଟିଲା କାର୍‌; ଜଣେ ମୃତ, ୪ ଗୁରୁତର…

ଭୁବନେଶ୍ୱର,୧୮।୧: ଭୁବନେଶ୍ୱର ରାଜଭବନ ଛକରେ ଶନିବାର ସିରିଜ ଦୁର୍ଘଟଣା ଘଟିଛି। ଏକ କାର ଗୋଟିଏ ବାଇକ୍‌କୁ ଘୋଷାଡ଼ି ନେବା ସହ ଆଉ ଏକ ବାଇକ୍‌କୁ ପିଟି ଡିଭାଇଡରରେ…

3 months ago
ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…

ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…

ଭୁବନେଶ୍ୱର,୩।୧:ବାଜିଲା ମୋହର। ବଢ଼ିଲା ଭତ୍ତା। ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ। ପୂର୍ବରୁ…

4 months ago
୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୧: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ବିଭିନ୍ନ…

4 months ago
୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…

୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୮।୧୦: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ ଯାଉଥିବାରୁ…

7 months ago
ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧୯।୭: ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି। ଏଣୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି…

9 months ago