Striped hyena

ମା’ କୋଳରେ ଶୋଇଥିବା ବେଳେ ଶିଶୁପୁତ୍ରଙ୍କୁ ଆକ୍ରମଣ କଲା ହେଟାବାଘ

ପାଟଣା,୨୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଇଟାଙ୍ଗିରୀ ସେକ୍ସନ ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ ଦେଖାଦେଇଛି। ହେଟାବାଘ ଆକ୍ରମଣରେ ଜଣେ ୪ ବର୍ଷର ଶିଶୁପୁତ୍ର ଗୁରୁତର…

4 months ago