ନାବାଳିକା କଲେଜ ଛାତ୍ରୀ ଅପହୃତ, ମାମଲା ରୁଜୁ କଲା ପୋଲିସ ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଶେଷ ବର୍ଷ କଳା ବିଭାଗରେ ବାର୍ଷିକ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ କେହି ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି।...