Tag Archives: Sundargarh

ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦିବ୍ୟଭାରତୀ ଅଢା(୨୨)। ହେମଗିର ପୋଲିସ,...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ...

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ

କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ସହ ଦୁଇ ଆରୋହୀ ଘଟଣାସ୍ଥଳରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ...

ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣାର ଅଭିଯୁକ୍ତକୁ ବଣାଇଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି।...

ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଆତ୍ମହତ୍ୟା କଲା ସ୍ବାମୀ

ଟେନ୍‌ସା,୨୪।୩(ସମୀର କୁମାର ପାଢୀ): ସ୍ତ୍ରୀର ମୃତ୍ୟୁକୁ ଅତି ସହଜରେ ଗ୍ରହଣ କରି ପାରିଲେନି ସ୍ବାମୀ। ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଆତ୍ମହତ୍ୟା କଲେ ସ୍ବାମୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍‌ସା ଫାଣ୍ଡି ଜିରୋ...

ସୁନ୍ଦରଗଡ଼ ଜଙ୍ଗଲରେ କଳା ବାଘ, କ୍ୟାମେରାରେ ହେଲା କଏଦ

ସୁନ୍ଦରଗଡ଼,୧୪ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରରଡ଼ ବନଖଣ୍ଡ ଅନ୍ତର୍ଗତ ହେମଗିରି ବନାଞ୍ଚଳର ଗର୍ଜନ ପାହାଡ଼ ସଂରକ୍ଷିତ ଜଙ୍ଗଲରେ ବିରଳ କଳା ବାଘ(ବ୍ଲାକ୍‌ ପାନ୍ଥର)ଠାବ ହୋଇଛି। ଜଙ୍ଗଲରେ ଲାଗିଥିବା ବନ ବିଭାଗର କ୍ୟାମେରାରେ ଏହି ବିରଳ କଳା ବାଘ ପୁଣିଥରେ ଠାବ ହୋଇଥିବା ନେଇ...

ମଝି ରାସ୍ତାରେ ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍‌

ସୁନ୍ଦରଗଡ଼,୨୭।୨(ଜୟ ନାରାୟଣ ମେଣ୍ଡୁଳି): ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ୍‌। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି...

ସୁନ୍ଦରଗଡ଼ ଜିଲାରେ ଏମ୍‌‌ସିଏଲ୍‌‌ ସହଯୋଗରେ ପ୍ରତିଷ୍ଠା ହେବ ୧୬ ଶହ ମେଗାୱାଟ୍‌‌ ତାପଜ ବିଦ୍ୟୁତ୍‌‌ କେନ୍ଦ୍ର

ସୁନ୍ଦରଗଡ଼,୧୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌‌ କମିଟି ବୈଠକରେ ଇକ୍ୟୁଟି ନିବେଶ ଜରିଆରେ ଦୁଇଟି ତାପଜ ବିଦ୍ୟୁତ୍‌‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଧ୍ୟପ୍ରଦେଶର ଅମରକଣ୍ଟକ ଏବଂ ଓଡ଼ିଶାର ସୁନ୍ଦରଗଡ଼...

ରାଉରକେଲାରେ ବୃଦ୍ଧି ହେଉଛି ଆବର୍ଜନାଜନିତ ପ୍ରଦୂଷଣ

ରାଉରକେଲା, ୯ା୧୧(ବିପ୍ଳବରଞ୍ଜନ ଦାଶ): ଦିନକୁ ଦିନ ସ୍ମାର୍ଟସିଟି ରାଉରକେଲାରେ ଜନବସତି ବଢି ଚାଲିଛି। ଜନସଂଖ୍ୟା ବୃଦ୍ଧି ସହ ଅଳିଆ ଆବର୍ଜନା ମାତ୍ରା ବି ବୃଦ୍ଧି ପାଇବାକୁ ଲାଗିଛି। ସହରକୁ ଆବର୍ଜନା ଜନିତ ପ୍ରଦୂଷଣରୁ ମୁକ୍ତ କରିବା ପାଇଁ ଆର୍‌ଏମ୍‌ସି ତରଫରୁ...

ରାଉରକେଲାରୁ ନିଖୋଜ, କୋରାପୁଟରୁ ମିଳିଲା ମୃତଦେହ

ରାଉରକେଲା,୨ା୧୧(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କର୍ମଚାରୀ ଗୌତମ ଘଡେଇଙ୍କ ଏକ ମାତ୍ର ପୁଅ ଶମ୍ଭୁନାଥ ଘଡେଇ(୨୭)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ରାଉରକେଲାରୁ ନିଖୋଜ ହୋଇଥିବାବେଳେ ୩୦ ତାରିଖରେ କୋରାପୁଟରୁ ମୃତଦେହ ଜବତ କରାଯାଇଛି। ବୁଲିବାକୁ ଡାକି ନେଇ...

ବଦଳିଲା ରାଉରକେଲା ବିମାନ ଚଳାଚଳ ସମୟ, ନଭେମ୍ବର ୬ରୁ…

ରାଉରକେଲା,୨।୧୧(ସଙ୍ଗୀତା ଜେନା): ୨୦୨୩ ଜାନୁଆରୀ ମାସରେ ରାଉରକେଲାକୁ ଭୁବନେଶ୍ୱର ବିମାନ ସେବା ଆରମ୍ଭ ହେଲା। ଏହା ଅପରାହ୍ନ ୫ଟା ସମୟରେ ହେଉଥିଲା। ହେଲେ ନଭେମ୍ବର ମାସ ୬ରୁ ଏହାର ସମୟ ପରିବର୍ତ୍ତନ କରାଯାଇଛି। ନୂତନ ସମୟସାରଣୀ ଅନୁଯାୟୀ,ଉଡ଼ାଣ କୋଲକାତାରୁ ଦିନ...

ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର ପ୍ରଭାବ ରାଉରକେଲାରେ ପଡିଛି। ରେଳ, ବସ୍‌ ଏବଂ ଅଟୋ ସହ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri