ରାଜ୍ୟରେ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’, ଏହି ସମସ୍ତ ରୁଟରେ ଚାଲିବ ଭୁବନେଶ୍ୱର,୨୫ା୩: ଓଡିଶା ସରକାର ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଆରମ୍ଭ କରିବେ, ଯାହା ରାଜ୍ୟର ସମସ୍ତ ରୁଟରେ ଚଳାଚଳ କରିବ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ରାଜ୍ୟ ବିଧାନସଭାକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପୂର୍ବ ବିଜେଡି ସରକାର...