Tag Archives: supreme court

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍‌ଗୁଡ଼ିକୁ ଅନୁମୋଦନ ନ ଦେବାର...

ତାମିଲନାଡୁ ରାଜ୍ୟପାଳଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: କହିଲେ, ‘ଅବୈଧ-ସ୍ୱେଚ୍ଛାଚାରୀ’

ନୂଆଦିଲ୍ଲୀ,୮।୪: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ତାମିଲନାଡୁ ସରକାରଙ୍କ ପାଇଁ ଏକ ବଡ଼ ବିଜୟରେ, ସୁପ୍ରିମକୋର୍ଟ ରାୟ ଦେଇଛନ୍ତି ଯେ ରାଜ୍ୟପାଳ ଆରଏନ ରବିଙ୍କ ଦ୍ୱାରା ୧୦ଟି ପ୍ରମୁଖ ବିଲ୍ ପାଇଁ ଅନୁମୋଦନ ସ୍ଥଗିତ ରଖିବାର ନିଷ୍ପତ୍ତି “ଅବୈଧ” ଏବଂ “ସ୍ୱେଚ୍ଛାଚାରୀ”।...

ଉତ୍ତରପ୍ରଦେଶରେ ଆଇନର ଶାସନ ଭୁଶୁଡ଼ିପଡ଼ିଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୪: ଉତ୍ତରପ୍ରଦେଶରେ ଆଇନର ଶାସନ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ ଖାନ୍ନା, ଜଷ୍ଟିସ୍‌ ସଞ୍ଜୟ କୁମାର ଏବଂ କେ.ଭି. ବିଶ୍ୱନାଥନ୍‌ଙ୍କ ଖଣ୍ଡପୀଠ ରାଜ୍ୟ ପୋଲିସ ଦାଏର କରିଥିବା ଦଓ୍ବୋନୀ ମାମଲାଗୁଡ଼ିକର...

ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା

ନୂଆଦିଲ୍ଲୀ,୩ା୪: ସାର୍ବଜନୀନ ହେବ ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି, ଓ୍ବେବ୍‌ସାଇଟ୍‌ରେ ରହିବ ତାଲିକା ନୂଆଦିଲ୍ଲୀ,୩ା୪: ଏଣିକି ସୁପ୍ରିମକୋର୍ଟ ବିଚାରପତିଙ୍କ ସମ୍ପତ୍ତି ତାଲିକା ସାର୍ବଜନୀନ ହେବ। ଏନେଇ ୩୦ ଜଣ ବିଚାରପତି ସମ୍ପତ୍ତି ସାର୍ବଜନୀନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ବିଚାରପତିଙ୍କ...

ଶିକ୍ଷକ ନିଯୁକ୍ତି ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ, କହିଲେ ସମସ୍ତଙ୍କ ଚାକିରି…

ନୂଆଦିଲ୍ଲୀ/କୋଲକାତା,୩ା୪: ସୁପ୍ରିମକୋର୍ଟ ପଶ୍ଚିମବଙ୍ଗର ୨୫ ହଜାରରୁ ଅଧିକ ଶିକ୍ଷକ/ସ୍କୁଲ କର୍ମଚାରୀଙ୍କ ଚାକିରି ରଦ୍ଦ କରିଛନ୍ତି। ମୁଖ୍ୟ ବିଚାରପତି ସଞ୍ଜୀବ ଖାନ୍ନା ଏବଂ ବିଚାରପତି ସଞ୍ଜୟ କୁମାରଙ୍କ ଖଣ୍ଡପୀଠ ଏହି ପ୍ରସଙ୍ଗରେ ଗତ ବର୍ଷର ହାଇକୋର୍ଟଙ୍କ ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟର...

ଦ୍ୱିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀଙ୍କୁ ଦେବାକୁ ପଡିବ ଗୁଜୁରାଣ ଭତ୍ତା, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨।୪: ଛାଡପତ୍ର ପରେ ଜଣେ ମହିଳା ପରିବାର ଅଦାଲତରେ ସ୍ଥାୟୀ ଭରଣପୋଷଣ ଦାବି କରିପାରିବେ କି? ଯଦି ମହିଳା ଜଣକ ପୁନର୍ବାର ବିବାହ କରନ୍ତି, ତେବେ କ’ଣ ଭରଣପୋଷଣ ପରିବର୍ତ୍ତନ କରାଯାଇପାରିବ? ଏନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି...

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି କାର୍ଯ୍ୟ ଅମାନବୀୟ ଏବଂ ବେଆଇନ। ଏହା ଆମ ଅନ୍ତରାତ୍ମାକୁ...

“ସମ୍ବେଦନଶୀଳତାର ଅଭାବ”, ଅବୈଧ ଭଙ୍ଗାରୁଜା ପାଇଁ କ୍ଷତିପୂରଣ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୪: ଅବୈଧ ଭଙ୍ଗାରୁଜାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ କଡ଼ା ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଅବୈଧ ଭଙ୍ଗାରୁଜା ଦ୍ୱାରା ପ୍ରଭାବିତ ହୋଇଥିବା ଲୋକମାନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଉତ୍ତର ପ୍ରଦେଶ ସମେତ ସାରା ଦେଶରେ ବୁଲଡୋଜର...

ବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୩: ସୁପ୍ରିମ କୋର୍ଟ ଶୁକ୍ରବାର କହିଛନ୍ତି ଯେ ଅଭିବ୍ୟକ୍ତି ସ୍ୱାଧୀନତା ଏକ ସୁସ୍ଥ ସଭ୍ୟ ସମାଜର ଏକ “ଅବିଚ୍ଛେଦ୍ୟ ଅଂଶ”। ସୋସିଆଲ ମିଡିଆରେ କଂଗ୍ରେସ ସାଂସଦ ଇମ୍ରାନ ପ୍ରତାପଗଡ଼ୀଙ୍କ ଦ୍ୱାରା ଅପଲୋଡ୍ କରାଯାଇଥିବା ଏକ କବିତାକୁ ନେଇ ଗୁଜରାଟରେ ଦାୟର...

ଗଛ କାଟିବା ମଣିଷ ହତ୍ୟାଠାରୁ ବଡ଼ ଅପରାଧ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୬।୩: ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ କହିଛନ୍ତି, ବହୁ ସଂଖ୍ୟାରେ ଗଛ କାଟିବା ମଣିଷ ହତ୍ୟାଠାରୁ ମଧ୍ୟ ଘୃଣ୍ୟ କାର୍ଯ୍ୟ। ଏହାସହ ସର୍ବୋଚ୍ଚ ଅଦାଲତ ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ କାଟିଥିବା ପ୍ରତ୍ୟେକ ଗଛ ପାଇଁ ୧...

ରାସନ କାର୍ଡର ହେଉଛି ଅପବ୍ୟବହାର, ଏହା ଏବେ ଏକ “ଲୋକପ୍ରିୟତା କାର୍ଡ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୩: ରାସନ କାର୍ଡଗୁଡ଼ିକ ଏକ “ଲୋକପ୍ରିୟତା କାର୍ଡ” ପାଲଟିଛି ବୋଲି କହି ସୁପ୍ରିମକୋର୍ଟ ବୁଧବାର ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି ଯେ ଗରିବ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ଲାଭ ଅଯୋଗ୍ୟ ବ୍ୟକ୍ତିମାନଙ୍କ ପାଖରେ ପହଞ୍ଚିବା ଉଚିତ କି? ବିଚାରପତି ସୂର୍ଯ୍ୟକାନ୍ତ ଏବଂ...

“ସୁଲଭ ଔଷଧ, ଚିକିତ୍ସା ଉପକରଣ ଯୋଗାଇବାରେ ରାଜ୍ୟଗୁଡ଼ିକ ବିଫଳ ହୋଇଛନ୍ତି…”:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪।୩: ରାଜ୍ୟ ସରକାରଗୁଡ଼ିକ ସୁଲଭ ଚିକିତ୍ସା ସେବା ଏବଂ ଭିତ୍ତିଭୂମି ସୁନିଶ୍ଚିତ କରିବାରେ ବିଫଳ ହୋଇଛନ୍ତି। ସମାଜର ଗରିବ ବର୍ଗର ଲୋକଙ୍କ ପାଇଁ ସୁଲଭ ମୂଲ୍ୟର ଔଷଧ, ବିଶେଷକରି ଅତ୍ୟାବଶ୍ୟକ ଔଷଧ ଯୋଗାଇବା କ୍ଷେତ୍ରରେ ରାଜ୍ୟଗୁଡ଼ିକର ବିଫଳତାକୁ ଉଲ୍ଲେଖ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image