‘ବାଣ ଉପରେ ସମ୍ପୂର୍ଣ୍ଣ ଦେଶରେ ଲାଗିବ ବ୍ୟାନ, କେବଳ ଦିଲ୍ଲୀ-ଏନସିଆରରେ ସୀମିତ ନୁହେଁ ଏହି ଆଦେଶ’: ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୭।୧୧: ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଇବା ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଆମେ ପୂର୍ବ ଆଦେଶରେ ଯାହା କହିଥିଲୁ ତାହା କେବଳ ଦିଲ୍ଲୀରେ ସୀମିତ ନୁହେଁ। ବାଣ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଆମର ଆଦେଶ ସମ୍ପୂର୍ଣ୍ଣ...