Advertisement

supreme court

ଦ୍ୱିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀଙ୍କୁ ଦେବାକୁ ପଡିବ ଗୁଜୁରାଣ ଭତ୍ତା, ସୁପ୍ରିମକୋର୍ଟଙ୍କ ବଡ଼ ରାୟଦ୍ୱିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀଙ୍କୁ ଦେବାକୁ ପଡିବ ଗୁଜୁରାଣ ଭତ୍ତା, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ଦ୍ୱିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀଙ୍କୁ ଦେବାକୁ ପଡିବ ଗୁଜୁରାଣ ଭତ୍ତା, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨।୪: ଛାଡପତ୍ର ପରେ ଜଣେ ମହିଳା ପରିବାର ଅଦାଲତରେ ସ୍ଥାୟୀ ଭରଣପୋଷଣ ଦାବି କରିପାରିବେ କି? ଯଦି ମହିଳା ଜଣକ ପୁନର୍ବାର ବିବାହ କରନ୍ତି, ତେବେ କ’ଣ…

4 weeks ago
ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା…

4 weeks ago
“ସମ୍ବେଦନଶୀଳତାର ଅଭାବ”, ଅବୈଧ ଭଙ୍ଗାରୁଜା ପାଇଁ କ୍ଷତିପୂରଣ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ“ସମ୍ବେଦନଶୀଳତାର ଅଭାବ”, ଅବୈଧ ଭଙ୍ଗାରୁଜା ପାଇଁ କ୍ଷତିପୂରଣ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

“ସମ୍ବେଦନଶୀଳତାର ଅଭାବ”, ଅବୈଧ ଭଙ୍ଗାରୁଜା ପାଇଁ କ୍ଷତିପୂରଣ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୪: ଅବୈଧ ଭଙ୍ଗାରୁଜାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ କଡ଼ା ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଅବୈଧ ଭଙ୍ଗାରୁଜା ଦ୍ୱାରା ପ୍ରଭାବିତ ହୋଇଥିବା ଲୋକମାନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ…

4 weeks ago
ବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟ

ବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୩: ସୁପ୍ରିମ କୋର୍ଟ ଶୁକ୍ରବାର କହିଛନ୍ତି ଯେ ଅଭିବ୍ୟକ୍ତି ସ୍ୱାଧୀନତା ଏକ ସୁସ୍ଥ ସଭ୍ୟ ସମାଜର ଏକ "ଅବିଚ୍ଛେଦ୍ୟ ଅଂଶ"। ସୋସିଆଲ ମିଡିଆରେ କଂଗ୍ରେସ ସାଂସଦ ଇମ୍ରାନ…

1 month ago
ଗଛ କାଟିବା ମଣିଷ ହତ୍ୟାଠାରୁ ବଡ଼ ଅପରାଧ: ସୁପ୍ରିମକୋର୍ଟଗଛ କାଟିବା ମଣିଷ ହତ୍ୟାଠାରୁ ବଡ଼ ଅପରାଧ: ସୁପ୍ରିମକୋର୍ଟ

ଗଛ କାଟିବା ମଣିଷ ହତ୍ୟାଠାରୁ ବଡ଼ ଅପରାଧ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୬।୩: ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ କହିଛନ୍ତି, ବହୁ ସଂଖ୍ୟାରେ ଗଛ କାଟିବା ମଣିଷ ହତ୍ୟାଠାରୁ ମଧ୍ୟ ଘୃଣ୍ୟ କାର୍ଯ୍ୟ। ଏହାସହ ସର୍ବୋଚ୍ଚ ଅଦାଲତ…

1 month ago
ରାସନ କାର୍ଡର ହେଉଛି ଅପବ୍ୟବହାର, ଏହା ଏବେ ଏକ “ଲୋକପ୍ରିୟତା କାର୍ଡ: ସୁପ୍ରିମକୋର୍ଟରାସନ କାର୍ଡର ହେଉଛି ଅପବ୍ୟବହାର, ଏହା ଏବେ ଏକ “ଲୋକପ୍ରିୟତା କାର୍ଡ: ସୁପ୍ରିମକୋର୍ଟ

ରାସନ କାର୍ଡର ହେଉଛି ଅପବ୍ୟବହାର, ଏହା ଏବେ ଏକ “ଲୋକପ୍ରିୟତା କାର୍ଡ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୩: ରାସନ କାର୍ଡଗୁଡ଼ିକ ଏକ "ଲୋକପ୍ରିୟତା କାର୍ଡ" ପାଲଟିଛି ବୋଲି କହି ସୁପ୍ରିମକୋର୍ଟ ବୁଧବାର ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି ଯେ ଗରିବ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ଲାଭ…

1 month ago
“ସୁଲଭ ଔଷଧ, ଚିକିତ୍ସା ଉପକରଣ ଯୋଗାଇବାରେ ରାଜ୍ୟଗୁଡ଼ିକ ବିଫଳ ହୋଇଛନ୍ତି…”:ସୁପ୍ରିମକୋର୍ଟ“ସୁଲଭ ଔଷଧ, ଚିକିତ୍ସା ଉପକରଣ ଯୋଗାଇବାରେ ରାଜ୍ୟଗୁଡ଼ିକ ବିଫଳ ହୋଇଛନ୍ତି…”:ସୁପ୍ରିମକୋର୍ଟ

“ସୁଲଭ ଔଷଧ, ଚିକିତ୍ସା ଉପକରଣ ଯୋଗାଇବାରେ ରାଜ୍ୟଗୁଡ଼ିକ ବିଫଳ ହୋଇଛନ୍ତି…”:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪।୩: ରାଜ୍ୟ ସରକାରଗୁଡ଼ିକ ସୁଲଭ ଚିକିତ୍ସା ସେବା ଏବଂ ଭିତ୍ତିଭୂମି ସୁନିଶ୍ଚିତ କରିବାରେ ବିଫଳ ହୋଇଛନ୍ତି। ସମାଜର ଗରିବ ବର୍ଗର ଲୋକଙ୍କ ପାଇଁ ସୁଲଭ ମୂଲ୍ୟର ଔଷଧ,…

2 months ago
ନ୍ୟାୟିକ ସେବାରେ ନିଯୁକ୍ତି, ଦୃଷ୍ଟିବାଧିତ ଅଯୋଗ୍ୟ ନୁହନ୍ତି: ସୁପ୍ରିମକୋର୍ଟନ୍ୟାୟିକ ସେବାରେ ନିଯୁକ୍ତି, ଦୃଷ୍ଟିବାଧିତ ଅଯୋଗ୍ୟ ନୁହନ୍ତି: ସୁପ୍ରିମକୋର୍ଟ

ନ୍ୟାୟିକ ସେବାରେ ନିଯୁକ୍ତି, ଦୃଷ୍ଟିବାଧିତ ଅଯୋଗ୍ୟ ନୁହନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୩: ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କୁ ନ୍ୟାୟିକ ସେବାରେ ନିଯୁକ୍ତି ପ୍ରଦାନକୁ ମନା କରାଯାଇପାରିବ ନାହିଁ। କେବଳ ଦୃଷ୍ଟିବାଧିତ ନୁହନ୍ତି, ଯେକୌଣସି ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ତାଙ୍କ ଶାରୀରିକ ଭିନ୍ନକ୍ଷମତାକୁ ଆଳକରି…

2 months ago
ପୁଣି ଆରମ୍ଭ ହେବ ରଣବୀର ଆଲବାଦିଆଙ୍କ ପୋଡକାଷ୍ଟ୍: କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟପୁଣି ଆରମ୍ଭ ହେବ ରଣବୀର ଆଲବାଦିଆଙ୍କ ପୋଡକାଷ୍ଟ୍: କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ପୁଣି ଆରମ୍ଭ ହେବ ରଣବୀର ଆଲବାଦିଆଙ୍କ ପୋଡକାଷ୍ଟ୍: କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୩: ବାକ୍ ସ୍ୱାଧୀନତାର ଅଧିକାର ଏବଂ ଶିଷ୍ଟାଚାର ମଧ୍ୟରେ ସନ୍ତୁଳନ ରହିବା ଆବଶ୍ୟକ ବୋଲି କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ୟୁଟ୍ୟୁବର ରଣବୀର ଆଲବାଦିଆଙ୍କ ମନ୍ତବ୍ୟକୁ ନେଇ ଉଠିଥିବା…

2 months ago
ଏଣିକି ଛୋଟ ପିଲାଙ୍କ ସାକ୍ଷୀ ଗ୍ରହଣଯୋଗ୍ୟ: ସୁପ୍ରିମକୋର୍ଟଏଣିକି ଛୋଟ ପିଲାଙ୍କ ସାକ୍ଷୀ ଗ୍ରହଣଯୋଗ୍ୟ: ସୁପ୍ରିମକୋର୍ଟ

ଏଣିକି ଛୋଟ ପିଲାଙ୍କ ସାକ୍ଷୀ ଗ୍ରହଣଯୋଗ୍ୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୨: ସୁପ୍ରିମକୋର୍ଟ ବୁଧବାର ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଏଣିକି ଛୋଟ ପିଲାଙ୍କୁ ସାକ୍ଷୀ ଭାବେ ଗ୍ରହଣ କରାଯିବ। ଯଦି ସାକ୍ଷ୍ୟ ଦେଉଥିବା ପିଲାଠୁ…

2 months ago
‘ରହିଛି ପାର୍ଥକ୍ୟ’, ଓଡ଼ିଶା ସିଭିଲ ସର୍ଭିସ୍‌ ପେନ୍‌ସନ ରୁଲ୍‌ ଉପରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ‘ରହିଛି ପାର୍ଥକ୍ୟ’, ଓଡ଼ିଶା ସିଭିଲ ସର୍ଭିସ୍‌ ପେନ୍‌ସନ ରୁଲ୍‌ ଉପରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ

‘ରହିଛି ପାର୍ଥକ୍ୟ’, ଓଡ଼ିଶା ସିଭିଲ ସର୍ଭିସ୍‌ ପେନ୍‌ସନ ରୁଲ୍‌ ଉପରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ

ନୂଆଦିଲ୍ଲୀ,୨୩ା୨: ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ପେନ୍‌ସନ) ନିୟମାବଳୀ, ୧୯୯୨ ଅନୁଯାୟୀ ଓ୍ବାର୍କଚାର୍ଜଡ କର୍ମଚାରୀ ଏବଂ ଠିକା କର୍ମଚାରୀଙ୍କ ମଧ୍ୟରେ ସ୍ପଷ୍ଟ ପାର୍ଥକ୍ୟ ରହିଥିବା ସୁପ୍ରିମକୋର୍ଟ କହିଛନ୍ତି। ଓଡ଼ିଶା…

2 months ago
‘ବିବାହ ବିଫଳ ହେବା ଜୀବନର ଶେଷ ନୁହେଁ, ଆଗକୁ ବଢ଼ନ୍ତୁ’: ସୁପ୍ରିମକୋର୍ଟ‘ବିବାହ ବିଫଳ ହେବା ଜୀବନର ଶେଷ ନୁହେଁ, ଆଗକୁ ବଢ଼ନ୍ତୁ’: ସୁପ୍ରିମକୋର୍ଟ

‘ବିବାହ ବିଫଳ ହେବା ଜୀବନର ଶେଷ ନୁହେଁ, ଆଗକୁ ବଢ଼ନ୍ତୁ’: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୨: ଯଦି ଏକ ବିବାହ ବିଫଳ ହୋଇଛି, ତେବେ ଏହା ପୁରୁଷ ଏବଂ ମହିଳାଙ୍କ ପାଇଁ ଜୀବନର ଶେଷ ନୁହେଁ ଏବଂ ଦମ୍ପତିଙ୍କୁ ଆଗକୁ ବଢିବା ଉଚିତ।…

2 months ago