Tag Archives: suresh pujari

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରୋହିତଙ୍କ ପ୍ରଶଂସା

ସମ୍ବଲପୁର,୧୯ା୮(ଭବାନୀ ଶଙ୍କର ଭୋଇ): ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ଅଚାନକ ସମ୍ବଲପୁର ସଦର ତହସିଲ କାର୍ଯ୍ୟାଳୟରେ ପହଞ୍ଚି ସ୍ଥିତି ପରଖିଥିଲେ। ମନ୍ତ୍ରୀଙ୍କ ଆକସ୍ମିକ ପରିଦର୍ଶନ କାର୍ଯ୍ୟକ୍ରମକୁ ତାଙ୍କର ସମର୍ଥକ ଓ ଜନସାଧାରଣ ସାମାଜିକ ଗଣମାଧ୍ୟମରେ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: ୫ ବର୍ଷ ପରେ ରାଜ୍ୟରେ…

ଭବାନୀପାଟଣା,୧୪ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଭାଗିରଥି ଇନ୍‌ ଠାରେ ବୁଧବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ...

ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ମନ୍ତ୍ରୀ ପ୍ରତିଶ୍ରୁତ...

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୭।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମୋଦି ସରକାର ଅମଳରେ ଗତ ୧୦ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥତ୍କ...

ସୁରେଶ ପୂଜାରୀଙ୍କୁ ଆସିଲା ଫୋନ କଲ୍, ହେବେ ମନ୍ତ୍ରୀ

ଭୁବନେଶ୍ୱର,୧୨।୬: ମୋହନ ମଝି ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଉ କିଛି ସମୟ ବ୍ୟବଧାନରେ ଶପଥ ଗ୍ରହଣ କରିବାକୁଯାଉଥିଲା ବେଳେ ତାଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ ହେବାକୁ ଥିବା ନେତା ମାନଙ୍କୁ ଫୋନ କଲ୍ ଆସିବାରେ ଲାଗିଛି। ଏହି କ୍ରମରେ...

ସୁରେଶ ପୁଜାରୀଙ୍କ ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି କେତେ ? ହୋଇ ପାରନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬: ଓଡ଼ିଶାରେ ବହୁମତ ପାଇ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ତେବେ ଫଳାଫଳ ଆସିବାର ଗୋଟିଏ ସପ୍ତାହ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଚୂଡାନ୍ତ ହୋଇପାରି ନାହିଁ।...

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍‌ପେନ୍ସ ସରୁ...

ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା, ମିଳିପାରେ ବଡ ପଦବୀ

ଭୁବନେଶ୍ୱର,୯ା୬: ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀରେ ପହଞ୍ଚିଛନ୍ତି। କୁହାଯାଉଛି ହାଇକମାଣ୍ଡଙ୍କ ଡ଼ାକରାରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri