Tag Archives: t 20 world cup

ଟି୨୦ ବିଶ୍ୱକପ୍ ଆୟୋଜକ ଅଧିକାର ବଞ୍ଚାଇବାକୁ ଜାତିସଂଘ ଦ୍ୱାରସ୍ଥ ହେବ ବାଂଲାଦେଶ

ନୂଆଦିଲ୍ଲୀ, ୧୨ା୮: ଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ସତ୍ତ୍ୱେ ଟି୨୦ ବିଶ୍ୱକପ ଆୟୋଜକ ଅଧିକାର ବଞ୍ଚାଇ ରଖିବାକୁ ବାଂଲାଦେଶର ମଧ୍ୟବର୍ତ୍ତୀ ସରକାର ମିଳିତ ଜାତିସଂଘ ଦ୍ୱାରସ୍ଥ ହେବାକୁ ଯୋଜନା କରୁଛନ୍ତି। ବର୍ତ୍ତମାନର ପରିସ୍ଥିତି ଯୋଗୁଁ ଇଂଲଣ୍ଡ, ସ୍କଟଲ୍ୟାଣ୍ଡ, ଅଷ୍ଟ୍ରେଲିଆ, ଭାରତ...

ବିସିସିଆଇ ସଚିବ କଲେ ବଡ଼ ଘୋଷଣା: ଏହି ୪ ଖେଳାଳିଙ୍କୁ ଦେଲେ ଟି-୨୦ ବିଶ୍ୱକପ୍‌ ଜିତିବାର ଶ୍ରେୟ

ନୂଆଦିଲ୍ଲୀ,୭ା୭: ନିକଟରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଜିତିଥିଲା। ଏଥିସହ ବର୍ତ୍ତମାନ ବିସିସିଆଇ ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଜୟ ଶାହା ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ, ଅଧିନାୟକ...

ଟି-୨୦ ବିଶ୍ୱକପ୍‌ ଜିତିବା ପରେ ପଡ଼ିଆରେ ଡ୍ୟାନ୍ସ କଲେ ବିରାଟ, ଅର୍ଶଦୀପ

ବାର୍ବାଡୋସ୍‌,୩୦ା୬: ଭାରତ ଟି-୨୦ ବିଶ୍ୱକପ୍‌ ୨୦୨୪ ଟ୍ରଫି ଜିତିଛି। ବୃହତ ବିଜୟ ପରେ ଭାରତ ବର୍ତ୍ତମାନ ଦୁଇଟି ଟି-୨୦ ବିଶ୍ୱକପ୍‌ ଟାଇଟଲ୍‌ ହାତେଇଛି। ଟି-୨୦ ବିଶ୍ୱକପ୍‌ ୨୦୨୪ର ଅନ୍ତିମ ମ୍ୟାଚ୍‌ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିଲା। ଯେଉଁଥିରେ...

ଭାରତ ଉପରେ ବଲ୍ ଟାମ୍ପରିଂ ଅଭିଯୋଗ ଲଗାଇଲେ ପାକିସ୍ତାନର ଇଞ୍ଜାମାମ-ଉଲ-ହକ୍

ନୂଆଦିଲ୍ଲୀ,୨୬।୬: ପୂର୍ବତନ ପାକିସ୍ତାନ କ୍ରିକେଟର ତଥା ଅଧିନାୟକ ଇଞ୍ଜାମାମ-ଉଲ-ହକ ଏକ ବିଚିତ୍ର ଦାବି କରିଛନ୍ତି ଯେ ”ଭାରତର ଦ୍ରୁତ ବୋଲର ମାନେ ୨୦୨୪ ଟି -୨୦ ବିଶ୍ୱକପ ଅଭିଯାନରେ ଲଗାତାର ବଲରେ ଟାମ୍ପରିଂ କରୁଛନ୍ତି। ଇଞ୍ଜାମାମ କହିଛନ୍ତି ଯେ ଭାରତର...

ଆୟୋଜକ ୱେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୨୪।୬: ଏକ ରୋମାଞ୍ଚକର ମ୍ୟାଚରେ ଆୟୋଜକ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ସୋମବାର ନର୍ଥ ସାଉଣ୍ଡର ସାର୍ ଭିଭିଆନ୍ ରିଚାର୍ଡସ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଦକ୍ଷିଣ...

ଜୋର୍ଡାନଙ୍କ ହାଟ୍ରିକ୍‌, ପ୍ରଥମ ଦଳଭାବେ ସେମିରେ ଇଂଲଣ୍ଡ

ବାର୍ବାଡୋସ, ୨୪।୬: କ୍ରିସ୍‌ ଜୋର୍ଡାନଙ୍କ ହାଟ୍ରିକ ଏବଂ ଜୋଶ୍‌ ବଟ୍‌ଲରଙ୍କ ଧୂଆଁଧାର ବ୍ୟାଟିଂ ସହାୟତାରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ପ୍ରଥମ ଦଳଭାବେ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଅନୁଷ୍ଠିତ ସୁପର-୮ ମ୍ୟାଚ୍‌ରେ ଏହି ଦଳ...

ଆମେରିକାଠାରୁ ଲଜ୍ଜାଜନକ ପରାଜୟ ପରେ ପାକିସ୍ତାନ ଉପରେ ଲାଗିଲା ବଲ୍ ଟାମ୍ପରିଂ ଅଭିଯୋଗ

ଟେକ୍ସାସ,୭।୬: ଚଳିତ ଟି-୨୦ ବିଶ୍ୱକପରେ ପାକିସ୍ତାନ ଆମେରିକା ଭଳି ନବାଗତ ଦଳଠାରୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ଏହାପରେ ପ୍ରଶଂସକମାନେ ଏବଂ ପୂର୍ବତନ ବରିଷ୍ଠ ଖେଳାଳିମାନେ ବାବର ଆଜମଙ୍କ ଦଳକୁ କଡ଼ା ସମାଲୋଚନ କରୁଛନ୍ତି। ତେବେ ଏତିକିରେ ପାକିସ୍ତାନ ପାଇଁ...

ଟି ୨୦ ବିଶ୍ବକପ: ଉଦଘାଟନୀ ମ୍ୟାଚରେ ଆମେରିକାର ଐତିହାସିକ ବିଜୟୀ

ଟେକ୍ସସ,୨।୬: ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଆମେରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର କେଏଲ ରାହୁଲଙ୍କୁ ସ୍ଥାନ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ ମିଳିବାରୁ ଟି୨୦ ବିଶ୍ୱକପ ପାଇଁ ସେ ଚୟନ ହୋଇପାରନ୍ତି। ଯଦିଓ ଚେନ୍ନାଇ...

ଟି୨୦ ବିଶ୍ୱକପ୍‌ ପାଇଁ ମୁଁ ପ୍ରସ୍ତୁତ: କାର୍ତ୍ତିକ

କୋଲକାତା, ୨୧।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଚମତ୍କାର ଫର୍ମରେ ଥିବା ଭେଟେରାନ ଉଇକେଟ କିପର ଦୀନେଶ କାର୍ତ୍ତିକ ପୁଣିଥରେ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବା ଆଶା ହରାଇ ନାହାନ୍ତି। ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ହେବାକୁଥିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦୁଇ ଭାରତୀୟ ବୋଲରଙ୍କ ମଧ୍ୟରେ କଡ଼ା ମୁକାବିଲା, କାହାକୁ ମିଳିବ ଦଳରେ ସ୍ଥାନ

ନୂଆଦିଲ୍ଲୀ,୧୩ା୪: ଗୋଟିଏ ପଟେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍ ୨୦୨୪) ନିଜ ବେଗରେ ଅଗ୍ରଗତି କରୁଥିବାବେଳେ ଅନ୍ୟ ପଟେ କୋଟି କୋଟି ପ୍ରଶଂସକ ଏବଂ ବିଶେଷଜ୍ଞ ନିଜ ବିଶ୍ୱକପ୍ (ଟି -୨୦ ବିଶ୍ୱକପ୍) ଦଳ ଗଠନ କରିବାରେ ବ୍ୟସ୍ତ ଅଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri