talcher

ତାଳଚେର ସହର ପ୍ରଦୂଷଣ ନେଇ ଏନ୍‌ଜିଟିରେ ମାମଲା: ପ୍ରତିପକ୍ଷଙ୍କୁ ଜବାବ ଦାଖଲ ନୋଟିସ୍‌

କଟକ,୬ା୩(କାର୍ତ୍ତିକ ସାହୁ): ତାଳଚେର ସହରରେ କୋଇଲା ପରିବହନଜନିତ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି) ପକ୍ଷରୁ ବୁଧବାର ମାମଲାର ଶୁଣାଣି କରାଯାଇ ପ୍ରତିପକ୍ଷଙ୍କୁ ଜବାବ…

6 months ago