tarkera dam

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା ସୂଚନା…

4 months ago