IPL ୨୦୨୫ର ଦୁଇ ସପ୍ତାହ ପୂର୍ବରୁ ବଦଳିଲା ମୁମ୍ବାଇ ଇଣ୍ଡିଆନ୍ସ ଟିମ୍, ସାମିଲ ହେଲେ…
ନୂଆଦିଲ୍ଲୀ,୮।୩: ଆଇପିଏଲ୍ ୨୦୨୫ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ। ମୁମ୍ବାଇ ଇଣ୍ଡିଆନ୍ସ ଟିମ୍ ଏହି ଟୁର୍ନାମେଣ୍ଟରେ ଏହାର ପ୍ରଥମ ମ୍ୟାଚ୍ ୨୩ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଖେଳିବ। କିନ୍ତୁ ଏହାର ପ୍ରାୟ ୨ ସପ୍ତାହ ପୂର୍ବରୁ MI...
ବିରାଟ କୋହଲି ଆହତ, ଫାଇନାଲ ପୂର୍ବରୁ ଟିମ୍ ଇଣ୍ଡିଆର ଚିନ୍ତା ବଢ଼ିଲା !
ନୂଆଦିଲ୍ଲୀ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା ରବିବାର ଖେଳାଯିବ। ଉଭୟ ଟିମ୍ ଏହାର ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ଟିମ୍ ଇଣ୍ଡିଆର ଚିନ୍ତା ବଢ଼ାଇବା ଭଳି ଖବର ସାମ୍ନାକୁ ଆସିଛି। ଅଭ୍ୟାସ ସମୟରେ...
ରବିବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଦୁବାଇ,୮।୩: ଟିମ ଇଣ୍ଡିଆ ରବିବାର ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଖେଳିବ। ଏହି ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ପ୍ରଶଂସକମାନେ ଘରେ ବସି ଏହି ମ୍ୟାଚ ଦେଖିପାରିବେ। ସେମାନେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ...
ଫାଇନାଲର ୪୮ ଘଣ୍ଟା ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୭।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲ ପୂର୍ବରୁ ଭାରତୀୟ ଟିମ୍କୁ ଲାଗିଛି ବଡ଼ ଝଟ୍କା। ସେମିଫାଇନାଲ ମୁକାବିଲାରେୀ ଆହତ ହେବା ପରଠାରୁ ନ୍ୟୁଜିଲ୍ୟାଣ୍ଡର ଦ୍ରୁତ ବୋଲର ମ୍ୟାଟ ହେନରୀ ଖେଳି ନ ପାରନ୍ତି ବୋଲି କୁହାଯାଉଥିଲା। ହେଲେ ଏବେ ତାଙ୍କୁ...
ସତ ହେଲା କୋହଲିଙ୍କ କଥା: ବିଜୟର କିଛି ସେକେଣ୍ଡ ପୂର୍ବରୁ ରୋହିତଙ୍କୁ କହିଥିଲେ ଏମିତି କଥା
ଦୁବାଇ,୫।୩:ଟିମ ଇଣ୍ଡିଆ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଏହା ଅଷ୍ଟ୍ରେଲିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଭାରତର ବିଜୟ ପରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହା ଟିମ ଇଣ୍ଡିଆର ଡ୍ରେସିଂ ରୁମ୍ ଆସିଛି। ଏଥିରେ...
ହାର୍ଦ୍ଦିକଙ୍କ ବିସ୍ଫୋରକ ଛକା ଦେଖି ଖୁସିରେ ଡେଇଁଲେ ଗର୍ଲଫ୍ରେଣ୍ଡ
ଦୁବାଇ,୫।୩: ହାର୍ଦ୍ଦିକ ପାଣ୍ଡ୍ୟା ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ ମ୍ୟାଚ୍ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨୮ ରନ୍ରେ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ଆଉଟ ହେବାବେଳେ ଭାରତ ବିଜୟର ଦ୍ୱାରଦେଶରେ ଥିଲା। ତାଙ୍କ ଇନିଂସରେ ସେ ୧୦୬ ମିଟର ଲମ୍ବା ଏକ...
ବିଶ୍ୱର ପ୍ରଥମ ଅଧିନାୟକ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା: ଧୋନୀଙ୍କୁ ପଛରେ ପକାଇଲେ
ଦୁବାଇ,୫।୩:ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ଏକ ଦୃଢ଼ ପ୍ରଦର୍ଶନ ସହିତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଦୁବାଇରେ ଖେଳାଯାଇଥିବା ମ୍ୟାଚ୍କୁ ଟିମ ଇଣ୍ଡିଆ ୪ ଉଇକେଟ୍ରେ ଜିତିଥିଲା। ଏହା ସହିତ ଭାରତ ଫାଇନାଲରେ ପହଞ୍ଚିଥିଲା। ଦଳର ବିଜୟ ସହିତ, ଅଧିନାୟକ...
ଟିମ ଇଣ୍ଡିଆର ଏହି ସଦସ୍ୟଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଚାମ୍ପିଅନ୍ସ ଟ୍ରଫି ଅଧାରୁ ଛାଡି ପଳାଇଲେ
ଦୁବାଇ,୩।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଚାଲିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସେମିଫାଇନାଲରେ ନିଜର ସ୍ଥାନ ନିଶ୍ଚିତ କରିଛି। ଭାରତର ସେମିଫାଇନାଲ ମ୍ୟାଚ ମାର୍ଚ୍ଚ ୪ ରେ ହେବ। ଟିମ ଇଣ୍ଡିଆର ଜଣେ ସଦସ୍ୟଙ୍କ ଉପରେ ଦୁଃଖର ପାହାଡ଼...
କୋହଲିଙ୍କୁ ନେଇ ଏମିତି କହିଦେଲେ କେଏଲ ରାହୁଲ: ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧।୩: ନ୍ୟୁଜିଲାଣ୍ଡ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିର ଶେଷ ଗ୍ରୁପ ମ୍ୟାଚ ପୂର୍ବରୁ କେଏଲ ରାହୁଲ ବିରାଟ କୋହଲିଙ୍କୁ ବହୁତ ପ୍ରଶଂସା କରିଥିଲେ। ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ମହମ୍ମଦ ଶାମି ଏବଂ ରୋହିତ ଶର୍ମାଙ୍କ ଫିଟନେସରେ କୌଣସି...
ଚହଲ-ଧନଶ୍ରୀଙ୍କ ଛାଡ଼ପତ୍ରକୁ ନେଇ ଚାଞ୍ଚଲ୍ୟକର ଖୁଲାସା: ୧୮ ମାସ ହେବ…
ଭାରତୀୟ କ୍ରିକେଟର୍ ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଅଲଗା ହୋଇଯାଇଛନ୍ତି। ଉଭୟଙ୍କୁ ନିକଟରେ ମୁମ୍ବାଇର ଫ୍ୟାମିଲି କୋର୍ଟରେ ଦେଖାଯାଇଥିଲା। ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ରର ସ୍କ୍ରିପ୍ଟ ବହୁତ ପୂର୍ବରୁ ଲେଖା ସରିଛି। ଏ ସମ୍ପର୍କରେ ଆଶ୍ଚର୍ଯ୍ୟଜନକ ସୂଚନା ସାମ୍ନାକୁ...
ଭାରତୀୟ ଖେଳାଳିଙ୍କ ଜର୍ସିରେ ପାକିସ୍ତାନ ନାଁ: ଜାଣନ୍ତୁ କାହିଁକି
ଦୁବାଇ,୧୮।୨: ଆସନ୍ତାକାଲିଠାରୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆରମ୍ଭ ହେବାକୁ ଯାଉଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫେବୃଆରୀ ୧୯ରେ କରାଚୀର ନ୍ୟାଶନାଲ ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ଦଳ ଫେବୃଆରୀ ୨୦ରେ ବାଂଲାଦେଶ ବିପକ୍ଷରେ ଏକ ମ୍ୟାଚ...
IND vs ENG 3rd ODI: ଟସ୍ ଜିତିଲା ଇଂଲଣ୍ଡ; ଭାରତୀୟ ଦଳରେ ୩ ପରିବର୍ତ୍ତନ
ଅହମଦାବାଦ,୧୨।୨: ଅହମଦାବାଦ ଦିନିକିଆ ମ୍ୟାଚ୍ରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇବ। ଏହି ମ୍ୟାଚ ପାଇଁ ଇଂଲଣ୍ଡ ପ୍ଲେଇଙ୍ଗ-୧୧ରେ ଗୋଟିଏ ପରିବର୍ତ୍ତନ କରିଛି। ଭାରତ...
Archives


