ବାରିପଦା ସହରରେ ବୁଲୁଛି ବାଘ ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ ଜାଲ ଓ ଯନ୍ତା ଖଞ୍ଜା ଯାଇଛି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବା...
ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି...
ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ...
ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ ଏହି ଘମାଘୋଟ୍ ଲଢ଼େଇ ହୋଇଥିବା ଅନୁମାନ କରାଯାଉଛି। ଟି-୩୧ ଏବଂ ଟି-୩୫...