ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ...