ବିବାଦ ମଧ୍ୟରେ ୪ ଦିନରେ ବିକ୍ରି ହୋଇଛି ୧୪ ଲକ୍ଷ ତିରୁପତି ଲଡ଼ୁ ହାଇଦ୍ରାବାଦ, ୨୪।୯: ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରର ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାନେଇ ରିପୋର୍ଟ ଆସିବା ପରେ ଏହାକୁ ନେଇ ଦେଶବ୍ୟାପୀ ବିବାଦ ଜାରି ରହିଛି। ତେବେ ଏହା ସତ୍ତ୍ୱେ ମଧ୍ୟ ଭଗବାନ ଭେଙ୍କଟେଶ୍ୱରଙ୍କ ପ୍ରସାଦ ଉପରେ...