tortoisechanakya

ଆଖିବୁଜିଲା ୧୨୫ ବର୍ଷୀୟ କଇଁଛ ‘ଚାଣକ୍ୟ’

ହାଇଦ୍ରାବାଦ,୧୮ା୩: କନ୍ଦମୂଳ ଖାଇବାକୁ ଭଲ ପାଉଥିବା ଗାଲାପାଗୋସ ପ୍ରଜାତିର ବିଶାଳ କଇଁଛ ଚାଣକ୍ୟ ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନରେ ୧୨୫ ବର୍ଷ ବୟସରେ ରବିବାର ମୃତ୍ୟୁବରଣ କରିଛି।…

6 months ago