ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ ତଥା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟର ପ୍ରଭାବଶାଳୀ ପ୍ରଚାର ପ୍ରସାର...