Tag Archives: Train Accident

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ଜାରି ହେଲା ହେଲ୍ପଲାଇନ ନମ୍ବର

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ...

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ...

କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌: କିଛି ବଗି ଲାଇନ୍‌ଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ମାଲ୍‌ବାହୀ ଟ୍ରେନ୍‌ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।...

ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେନ୍‌ ଧକ୍କାରେ ୧୨ ମୃତ, ଅନେକ ଆହତ

ରାଞ୍ଚି,୨୮ା୨: ଜାମତରା-କର୍‌ମାତାଣ୍ଡ ରେଳ ବିଭାଗର କଳାଝରିଆ ନିକଟରେ ଟ୍ରେନ୍‌ ଧକ୍କାରେ ବୁଧବାର ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବେଙ୍ଗାଲୁରୁ-ଯଶବନ୍ତପୁର ଏକ୍ସପ୍ରେସ ଡାଉନ ଲାଇନରେ ଯାଉଥିବା ବେଳେ ଲାଇନ ପାର୍ଶ୍ୱରେ ପକାଯାଇଥିବା ବୋଲ୍‌ଡର ଗୁଣ୍ଡ ଉଡ଼ିଥିଲା।...

ନୂଆଦିଲ୍ଲୀ-ଦରଭଙ୍ଗା ଏକ୍ସପ୍ରେସ୍‌ରେ ନିଆଁ ଲାଗିବା ଘଟଣା: ପୋଡ଼ି ପାଉଁଶ ହେଲା ବଗି, ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଲେ ଲୋକେ

ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ଏକ୍ସପ୍ରେସରେ ନିଆଁ ଲାଗି ବଗି ଗୁଡ଼ିକ ଜଳି ପାଉଁଶ ହୋଇଯାଇଛି। ଟ୍ରେନ୍‌ରେ କ୍ଷମତାଠାରୁ ଅଧିକ ଯାତ୍ରୀ ଥିବା ବେଳେ ସମସ୍ତେ ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଛନ୍ତି। ଏଯାବତ ଏହି ଭୟଙ୍କର ଦୁର୍ଘଟଣାରେ ଜନଜୀବନ କ୍ଷୟକ୍ଷତି ହେବାର ଖବର...

ନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍‌ ହୋଇ ଜଳୁଛି ବଗି

ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଉତ୍ତରପ୍ରଦେଶ ଇଟାଓ୍ବାର ସରାୟ ଭୂପତ ରେଳ ଷ୍ଟେଶନ ନିକଟରେ ଏକ୍ସପ୍ରେସ୍‌ର ୩ ବଗି ହୁତହୁତ୍‌ ହୋଇ ଜଳୁଛି। ଏନେଇ ଖବର ପାଇ ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚୁଛନ୍ତି। ତେବେ...

ସରିଲା ଉଦ୍ଧାର କାର୍ଯ୍ୟ, ଗଡ଼ିବ ଟ୍ରେନ୍‌

ଭୁବନେଶ୍ୱର,୩୦ା୧୦: ଆନ୍ଧ୍ର-ଓଡ଼ିଶା ସୀମାରେ ରବିବାର ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ପରେ ସୋମବାର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏଥିସହ ମରାମତି କାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ କିଛିଘଣ୍ଟା ମଧ୍ୟରେ ଏହି ଟ୍ରାକ୍‌ ଦେଇ ରେଳ...

ଟ୍ରେନ୍‌ ଟ୍ରାଜେଡି: ୨୬ ଟ୍ରେନ୍‌ ବାତିଲ, ୨୨ ଟ୍ରେନ୍‌ର ରୁଟ୍‌ ପରିବର୍ତ୍ତନ

ଭୁବନେଶ୍ୱର,୩୦ା୧୦: ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌ ଅନ୍ୟ ଏକ ଏକ୍ସପ୍ରେସ ଟ୍ରେନ୍‌ ଧକ୍କା ହୋଇଥିଲା। ଆଜିସୁଦ୍ଧା ଏହି ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା...

ଟ୍ରେନ୍‌ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି, ୫୦ରୁ ଅଧିକ ଆହତ

ଭୁବନେଶ୍ୱର,୩୦ା୧୦: ବିଶାଖାପାଟଣା-ରାୟଗଡ଼ା ଏବଂ ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌ ମଧ୍ୟରେ ରବିବାର ରାତିରେ ଘଟିଥିବା ଦୁର୍ଘଟଣାରେ ବର୍ତ୍ତମାନସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି। ଗୋଟିଏ ରାୟଗଡ଼ା ଏବଂ ଅନ୍ୟଟି ପଲାସା ଅଭିମୁଖେ ଆସୁଥିବା...

ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି।...

ବାଂଲାଦେଶରେ ମାଲଗାଡ଼ି ସହିତ ଧକ୍କା ହେଲା ଯାତ୍ରୀବାହୀ ଦୁଇ ଟ୍ରେନ୍, ୧୫ ମୃତ ଶତାଧିକ ଆହତ

ନୂଆଦିଲ୍ଲୀ,୨୩/୧୦: ସୋମବାର ବାଂଲାଦେଶରେ ଘଟିଥିବା ଏକ ଭୟଙ୍କର ରେଳ ଦୁର୍ଘଟଣାରେ ୧୫ ଅଧିକ ଲୋକେ ମୃତ୍ୟ ବରଣ କରିଥିବା ବେଳେ ଶହେରୁ ଅଧିକ ଲୋକେ ଆହତ ହୋଇଛନ୍ତି। ପୂର୍ବ ଭୈରବ ସହରରେ ଏକ ମାଲବାହୀ ଟ୍ରେନ୍ ବିପରୀତ ଦିଗକୁ ଯାଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image