Ukraine war

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ ସାଙ୍ଘାତିକ…

4 months ago