upakula odisha

ନୟାଗଡ଼ ଜାତୀୟ ରାଜପଥରୁ ଅଚିହ୍ନା ମୃତଦେହ ଉଦ୍ଧାର

ରଣପୁର, ୨୧।୫(ସ୍ବ.ପ୍ର.): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ରାଜସୁନାଖଳା ନିକଟ ଧୂମାନାଳ ପୋଲ ନିକଟରୁ ମଙ୍ଗଳବାର ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିନାହିଁ।…

5 years ago